ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ପ୍ରେମ ସମ୍ପର୍କରେ

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ ଜଣକର ଖାଦ୍ୟ ପସନ୍ଦ ଶୈଳୀରୁ ତାଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କରେ ଜାଣିପାରିବେ। ତେବେ ଜାଣନ୍ତୁ ଝିଅଙ୍କ ଖାଦ୍ୟରୁଚି ଶୈଳୀରୁ ସେମାନଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କିତ କିଛି ରହସ୍ୟପୂର୍ଣ୍ଣ କଥା।

ଆଇସ୍‌କ୍ରିିମ୍‌: ଝିଅମାନଙ୍କୁ ଆଇସ୍‌କ୍ରିମ ଖାଇବା ବେଶି ପସନ୍ଦ ହୋଇଥାଏ । ତେବେ ଅଧିକାଂଶ ଝିଅଙ୍କୁ ଷ୍ଟ୍ରବେରୀ ଓ ଚକୋଲେଟ ଆଇସ୍‌କ୍ରିମ୍‌ ପସନ୍ଦ ଆସିଥାଏ। ସେମାନେ ସ୍ବଭାବରେ ରୋମାଣ୍ଟିକ୍‌ ହେବା ସହ ଚଗଲୀ ଥାଆନ୍ତି।

କଫି: କଫି ପସନ୍ଦ କରୁଥିବା ଝିଅ ମଧ୍ୟ ରୋମାଣ୍ଟିକ ହୋଇଥାନ୍ତି। ଆତ୍ମନିର୍ଭରଶୀଳ ଓ କର୍ତ୍ତବ୍ୟନିଷ୍ଠା ଏମାନଙ୍କ ସ୍ବଭାବରେ ସମ୍ପୂର୍ଣ୍ଣ ବାରି ହୋଇପଡେ। ଏମାନେ ପାର୍ଟନରଙ୍କ ବିଶ୍ୱାସୀ ହୋଇଥାନ୍ତି।

ଚକୋଲେଟ୍‌: ସାଧାରଣତଃ ଝିଅମାନଙ୍କୁ ଚକୋଲେଟ୍‌ ପସନ୍ଦ ହୋଇଥାଏ। ତେବେ ଅଧିକ ଚକୋଲେଟ୍‌ ଖାଉଥିବା ଝିଅ ନରମ ସ୍ବଭାବର ହୋଇଥାନ୍ତି। ସେମାନେ ମୁହଁାମୁହିଁ ସିଧା କଥା କହିଥାନ୍ତି।

ମିଠା: ମିଠା ପସନ୍ଦ କରୁଥିବା ଝିଅ ରାଗୀ ସ୍ବଭାବର ହୋଇଥାନ୍ତି। ସେମାନେ ତାଙ୍କ ପାର୍ଟନରଙ୍କୁ ତାଙ୍କଠାରୁ ଅଲଗା ହେବାକୁ ଦିଅନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri