ଜାଣନ୍ତୁ ଧନୀ ହେବେ କିପରି

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ ଧନୀ ହେବା ପାଇଁ କ’ଣ କରାଯିବା ଉଚିତ ବୋଲି ମନରେ ପ୍ରଶ୍ନ ଉଠିଥାଏ। ଏହାର ଉତ୍ତର ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବର୍ଣ୍ଣନା କରିଛନ୍ତି। ଟଙ୍କା ସଞ୍ଚୟ ଏବଂ ଖର୍ଚ୍ଚ ସହ ଜଡିତ ଅନେକ କଥା ସେ କହିଛନ୍ତି। ଆସନ୍ତୁ ଜାଣିବା ସେହି କଥା ବିଷୟରେ …

ଚାଣକ୍ୟଙ୍କ ଅନୁଯାୟୀ, ଜଣେ ବ୍ୟକ୍ତି ଧନୀ ହେବା ପାଇଁ ଏପରି ସ୍ଥାନରେ ବାସ କରିବା ଉଚିତ୍‌ ଯେଉଁଠାରେ ରୋଜଗାର ପନ୍ଥା ଉପଲବ୍ଧ ଥିବ। ଏପରି ଜାଗାରେ ବ୍ୟକ୍ତିର ରୋଜଗାରର ସମସ୍ୟା ନ ଥାଏ ଏବଂ ସେ ଖୁସି ରୁହନ୍ତି।

ଟଙ୍କା ରୋଜଗାର କରିବା ଲକ୍ଷ୍ୟ ସ୍ଥିର କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲକ୍ଷ୍ୟ ବିନା ବ୍ୟକ୍ତି କଦାପି ଆଗକୁ ବଢ଼ିବାକୁ ସମର୍ଥ ହୁଏ ନାହିଁ କି ସେ ଧନୀ ହୁଏ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜ୍‌ମାରୁ ମୁକ୍ତି ପାଇଁ…

ଶୀତଦିନେ ଥଣ୍ଡାର ପ୍ରକୋପ ଯୋଗୁ ଆଜ୍‌ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା...

କେବଳ ଗୋଟିଏ ପରୀକ୍ଷା ଦ୍ୱାରା ହିଁ ଚିହ୍ନଟ ହେବ ୫୦ ପ୍ରକାର କର୍କଟ ରୋଗ, ଅଧିକ ଜାଣନ୍ତୁ ଏ ସମ୍ପର୍କରେ

ଇଂଲଣ୍ଡର ଜାତୀୟ ସ୍ବାସ୍ଥ୍ୟସେବା(NHS) ଖୁବ୍‌ଶୀଘ୍ର ରକ୍ତ ପରୀକ୍ଷଣର ଏକ ପରୀକ୍ଷା ଆରମ୍ଭ କରିବାକୁ ଯାଉଛି। ଯାହା ପ୍ରାଥମିକ ପର୍ଯ୍ୟାୟରେ ୫୦ରୁ ଅଧିକ ପ୍ରକାରର କର୍କଟ ରୋଗ...

ବୁଦ୍ଧିମତ୍ତା ବଢ଼ାଇବା ପାଇଁ…

କୌଣସି କାର୍ଯ୍ୟକୁ ସହଜରେ ସମ୍ପାଦନ କରିବା ପାଇଁ ଆମକୁ ବୁଦ୍ଧି ଖଟାଇବାକୁ ପଡ଼ିଥାଏ। ତେଣୁ ବୁଦ୍ଧିମତ୍ତା ସବୁବେଳେ ପ୍ରଖର ରହିବା ନିହାତି ଦରକାର। ତେବେ ଏଥିପାଇଁ...

ପୂର୍ବଜନ୍ମର କର୍ମଯୋଗୁ ବ୍ୟକ୍ତିକୁ ମିଳିଥାଏ ଏହି ୬ ଜିନିଷ: ଆପଣଙ୍କ ପାଖରେ ଅଛି ତ…

ଭାରତର ମହାନ ରାଜନୀତିଜ୍ଞ ତଥା ଅର୍ଥଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ତନ୍ମଧ୍ୟରୁ ଗୋଟିଏ ହେଲା ପୂର୍ବଜନ୍ମର କର୍ମ...

ସ୍ତନ୍ୟପାନର ଉପକାରିତା

ସ୍ତନ୍ୟପାନ କରାଇବା ଦ୍ୱାରା ମା’ ଦେହରୁ ଅଯଥା ଚର୍ବିଅଂଶ ହ୍ରାସ ହୁଏ। ଫଳରେ ପ୍ରସବ ପରବର୍ତ୍ତୀ ମୋଟାପଣ ଦୂର ହୋଇଥାଏ। କ୍ଷୀର ଖୁଆଇବା ଦ୍ୱାରା ମା’ର...

ଘର ସଜାଉଥିଲେ

ଘର ସଜାଇବାର ସଉକ ଥିଲେ ଦାମୀ ଫର୍ନିଚର କିମ୍ବା ଡେକୋରେଟିଭ୍‌ ସାମଗ୍ରୀ ରଖିବା ଯେ ନିହାତି ଆବଶ୍ୟକ ତା’ ନୁହେଁ ବରଂ କମ୍‌ ବଜେଟରେ ଓ୍ବାଲ୍‌...

କରୋନା ସଂକ୍ରମଣ ମା’ଙ୍କ ଠାରୁ ନବଜାତକଙ୍କୁ ହେବାର ରହିଛି ବି ଆଶଙ୍କା !

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ନେଇ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌ (ଆଇସିଏମ୍‌ଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମିତ...

ମାସ୍କ ପିନ୍ଧିବାରେ ଅସୁବିଧା ହେଉଛି କି? ଏସବୁ ଜିନିଷ ପ୍ରତି ଧ୍ୟାନ ଦେବାକୁ ଭୁଲନ୍ତୁ ନାହିଁ..

ସାରା ବିଶ୍ୱରେ ଏବେ କରୋନାର ଭୟାବହତା। ଦିନକୁ ଦିନ ସଂକ୍ରମଣ ବଢ଼ୁଥିବାରୁ ହଜାର ହଜାର ସଂଖ୍ୟାରେ ଲୋକ କରୋନା ଆକ୍ରାନ୍ତ ହେଉଛନ୍ତି। ଭାରତରେ ଏହି ସଂଖ୍ୟା...

Advertisement
Archives

Model This Week