ନାଟକ କରିବାଠୁ ଶିଖିବା ଅଧିକ ଜରୁରୀ

ଭୁବନେଶ୍ୱର,୨୬।୬ (ଶର୍ମିଷ୍ଠା ପାଣିଗ୍ରାହୀ): ନାଟକ ମାଧ୍ୟମରେ ଓଡ଼ିଶାର କଳା ଓ ସଂସ୍କୃତିକୁ ଲୋକଙ୍କ ପାଖରେ ପହଞ୍ଚାଇବାର ପ୍ରୟାସ କରୁଛନ୍ତି ଯୁବ ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ବିଶାନ ବଳଭଦ୍ର ଶତପଥୀ। ଖୁବ୍‌ କମ୍‌ ସମୟରେ ସେ ଦର୍ଶକଙ୍କ ଭଲ ପାଇବା ଜିଣିବାର ପ୍ରଥମ ପାହାଚ ଚଢ଼ି ସାରିଛନ୍ତି। ପ୍ରଥମ ନିର୍ଦ୍ଦେଶିତ ନାଟକ ‘ବୟସର ଅନ୍ତେ’ ମାଧ୍ୟମରେ ନାଟକ ଜଗତରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦର୍ଶକ ପ୍ରଥମଥର ପାଇଁ ଟିକେଟ କରି ନାଟକ ଦେଖିଛନ୍ତି, ଯାହା ତାଙ୍କ ନାଟକର ମାନକୁ ପ୍ରତିପାଦିତ କରୁଛି। ଢେଙ୍କାନାଳରେ ଜନ୍ମିତ ବିଶାନ ମେକାନିକାଲ ଇଞ୍ଜିନିୟରିଂ ପରେ ହାଇଦ୍ରାବାଦସ୍ଥିତ ସରୋଜିନୀ ନାଇଡୁ ସ୍କୁଲ ଅଫ୍‌ ଆର୍ଟସ୍‌ରେ ଥିଏଟର ଆର୍ଟସରେ ଅଧ୍ୟୟନ କରିଛନ୍ତି। ମାତ୍ର ୨୬ବର୍ଷ ବୟସରେ ଯୁବ ନାଟ୍ୟ ନିର୍ଦ୍ଦେଶକ ଭାବେ ସ୍ବତନ୍ତ୍ର ପରିଚୟ ହାସଲ କରିବା ପୂର୍ବରୁ ସେ ରାଜ୍ୟ ବାହାରେ ଅନେକ ନାଟକରେ ଅଭିନୟ କରିଛନ୍ତି। ଏଥିସହ ଫିଲ୍ମ ‘ଜ୍ୱିଗାଟୋ’, ଶୁଭମୁକ୍ତି ଅପେକ୍ଷାରେ ଥିବା ଚଳଚ୍ଚିତ୍ର ‘ନିୟତି’ରେ ମଧ୍ୟ ସେ ଅଭିନୟ କରିଛନ୍ତି। ବହୁମୁଖୀ ଯୁବ କଳାକାର ବିଶାନଙ୍କ ସହ ଧରିତ୍ରୀର ସ୍ବତନ୍ତ୍ର ଆଳାପ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri