Posted inଫୁରସତ

କିଏ ଷଷ୍ଠ ତ କିଏ ଦଶମ ଫେଲ୍‌: ମାମୁଲି ଶିକ୍ଷାଗତ ଯୋଗ୍ୟତା ଥାଇ ବି ଏହି ନେତାଙ୍କୁ ରାଜନୀତିରେ ମିଳିଛି ବଡ଼ ପଦ

ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସବୁଠାରୁ ଅଧିକ ପଢ଼ିଥିବା ରାଜନେତାଙ୍କ ମଧ୍ୟରୁ ଜଣେ। ହେଲେ ଭାରତ ରାଜନୀତିରେ ସକ୍ରିୟ ଥିବା ଅନେକ ତୁଙ୍ଗ ନେତା ବହୁତ କମ୍‌ ପଢ଼ିଛନ୍ତି। ହେଲେ ଏମାନଙ୍କ ମଧ୍ୟରୁ କିଛି ମୁଖ୍ୟମନ୍ତ୍ରୀ ତ କିଛି କେନ୍ଦ୍ରମନ୍ତ୍ରୀ ହେବାର ଗୌରବ ଲାଭ କରିଛନ୍ତି। ଆସନ୍ତୁ ସେଭଳି ୧୦ ରାଜନେତାଙ୍କ ବିଷୟରେ ଜାଣିବା….

-କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଇଣ୍ଟର ପାସ୍‌ କରିଛନ୍ତି। ୨୦୧୯ରେ ନିର୍ବାଚନ ଆୟୋଗରେ ନିଜର ଶିକ୍ଷାଗତ ଯୋଗ୍ୟତା ବିଷୟରେ ସେ ଜଣାଇଥିଲେ। ତେବେ ସେ ଇଣ୍ଟର ପରେ ବିକମ୍‌ ଆଡମିଶନ୍‌ କରିଥିଲେ ହେଁ ପାଠପଢ଼ା ସାରି ନ ଥିବା ଜଣାପଡ଼ିଥିଲା।

-ବିହାରର ଡେପୁଟି ସିଏମ୍‌ ରହିଥିବା ତେଜସ୍ବୀ ଯାଦବ ମାତ୍ର ୯ମ ପଢ଼ିଛନ୍ତି।


-ଭାଜପାର ମନ୍ତ୍ରୀ ଥିବା ଉମା ଭାରତୀ ଷଷ୍ଠ ପର୍ଯ୍ୟନ୍ତ ପଢ଼ିଛନ୍ତି।


-ଅଶୋକ ଗଜପତି ରାଜୁ ମୋଦି ସରକାରଙ୍କ ନାଗରିକ ଉନ୍ନୟନ ମନ୍ତ୍ରୀ ରହିଛନ୍ତି। ସେ ମାତ୍ର ୧୦ମ ଯାଏ ପଢ଼ିଛନ୍ତି।


-ବିହାରର ମୁଖ୍ୟମନ୍ତ୍ରୀ ଥିବା ରାବିଡି ଦେବୀ ୧୪ ବର୍ଷ ବୟସରେ ଲାଲୁଙ୍କୁ ବିବାହ କରିଥିଲେ। ସେ ମାଟ୍ରିକ୍‌ ପାସ କରି ନାହାନ୍ତି। ସେ କେବଳ ପ୍ରାଥମିକ ଶିକ୍ଷା ସାରିଥିବା କହିଛନ୍ତି।


-ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଶିବସେବାର ଦିଗ୍ଗଜ ନେତା ଅନନ୍ତ ଗିତେ ଦଶମ ଯାଏ ପଢ଼ିଛନ୍ତି।


-ବିହାରର ସ୍ବାସ୍ଥ୍ୟମନ୍ତ୍ରୀ ଥିବା ତେଜ ପ୍ରତାପ ଯାଦବ ଏକାଦଶ ଯାଏ ପଢ଼ିଛନ୍ତି।


-ରେଳମନ୍ତ୍ରୀ ରହିଥିବା ଦିବଗଂତ ନେତା ଜାଫର ଶରିଫ ମାତ୍ର ମାଟ୍ରିକ ଯାଏ ପଢ଼ିଥିଲେ। ସେ କଂଗ୍ରେସର ପୂର୍ବ ଅଧ୍ୟକ୍ଷ ଏନ୍‌.ନିଂଗଲିଜପ୍ପାଙ୍କ ଡ୍ରାଇଭର ଥିଲେ। ପରେ ରାଜନୀତିକୁ ଆସିଥିଲେ।


-ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ରହିଥିବା ଦିବଂଗତ ଏମ୍‌.କରୁଣାନିଧି ଦଶମ ପର୍ଯ୍ୟନ୍ତ ପଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?