Posted inଜାତୀୟ

ସମଲିଙ୍ଗୀ ବିବାହ ପ୍ରସଙ୍ଗ ପାର୍ଲାମେଣ୍ଟ ଉପରେ ଛଡ଼ାଯାଉ

ନୂଆଦିଲ୍ଲୀ,୨୭ା୪(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ଅନୁମୋଦନ ଦାବି ଆବେଦନକୁ ନେଇ ଉଠୁଥିବା ପ୍ରଶ୍ନକୁ ପାର୍ଲାମେଣ୍ଟରେ ଆଲୋଚନା ପାଇଁ ଛଡ଼ାଯାଉ ବୋଲି ବୁଧବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଶୁଣାଣିର ପଞ୍ଚମ ଦିନରେ କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠକୁ କହିଥିଲେ, ସର୍ବୋଚ୍ଚ ଅଦାଲତ ଅତ୍ୟନ୍ତ ଜଟିଳ ପ୍ରସଙ୍ଗର ବିଚାର କରୁଛନ୍ତି, ଯାହାର ବ୍ୟାପକ ସାମାଜିକ ପ୍ରଭାବ ରହିଛି। ବିବାହ କିପରି ହେବ ଏବଂ କାହା ମଧ୍ୟରେ କରାଇବେ ତାହା ହେଉଛି ବାସ୍ତବ ପ୍ରଶ୍ନ। ଏହି ପ୍ରସଙ୍ଗ ଉପରେ ସମାଜରେ ତଥା ବିଭିନ୍ନ ରାଜ୍ୟ ବିଧାନସଭାରେ ମଧ୍ୟ ବିତର୍କ କରାଯିବାର ଅବଶ୍ୟକତା ରହିଛି ବୋଲି ମେହେଟ୍ଟା କହିଥିଲେ। ସମଲିଙ୍ଗୀ ବିବାହର ଆଇନଗତ ଅନୁମୋଦନ ନିମନ୍ତେ ଗତ ୧୮ ତାରିଖରୁ ସାମ୍ବିଧାନିକ ପୀଠରେ ଶୁଣାଣି ଜାରି ରହିଥିବାବେଳେ କେନ୍ଦ୍ର ସରକାର ଏହାକୁ ବିରୋଧ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri