ସଂକଟାପନ୍ନ ଅବସ୍ଥାରେ ଓଟକୁ ଛାଡ଼ି ମାଲିକ ଫେରାର

କୋକସରା,୧୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ମୁମୂର୍ଷୁ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଛନ୍ତି। ବର୍ତ୍ତମାନ ଓଟ ଜୀବନ ମରଣ ସହ ସଂଘର୍ଷ କରୁଛି। ହେଲେ ସ୍ଥାନୀୟ କିଛି ଯୁବକ ଓଟକୁ ଖାଇବାକୁ ଦେଇ ତାର ଯତ୍ନ ନେଉଛନ୍ତି। ଓଟର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। କୌଣସି ସ୍ବେଚ୍ଛାସେବୀ ଅନୁଷ୍ଠାନ ବୃଦ୍ଧ ଓଟର ଚିକିତ୍ସା କରିବାକୁ ସେମାନେ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍‌ରେ ଭୋଟର

ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା।  ବିଭିନ୍ନ...

ଜେଲ ଗଲେ ବଳାତ୍କାରୀ

ବ୍ରହ୍ମପୁର ଅଫିସ,୨୧ା୪: ନାବାଳିକାଙ୍କୁ ଅପହରଣ ବଳାତ୍କାର ମାମଲାରେ ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏପରିକି ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଛି।...

ପାଟଣାରେ ଅଗ୍ନିକାଣ୍ଡ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଦ ଗ୍ରାମରେ ସୋମବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବନମାଳୀ ମହାନ୍ତଙ୍କ ୨ ବଖରା...

ଅଗ୍ନିକାଣ୍ଡରେ ୮ ବଖରା ଘର ଜଳିଗଲା

ରାଜନଗର, ୨୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମପଞ୍ଚାୟତର ଗୁଣ୍ଠି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ...

ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଶିକ୍ଷକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୯-ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ସେ ହେଲେ ପ୍ରିୟ ରଞ୍ଜନ ପାଣିଗ୍ରାହୀ ଓ ତାଙ୍କ ଘର ଗୋଷାଣୀନୂଆଗଁା ବୋଲି...

କୁକୁର ଭୟରେ ପୋଖରୀକୁ ଡେଇଁ ହରିଣର ପ୍ରାଣ ଗଲା

ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଚାନ୍ଦଗୋଛି ଗ୍ରାମରେ ଥିବା ପୋଖରୀକୁ ଏକ ହରିଣ ଡେଇଁପଡିବାରୁ ତାର ମୃତ୍ୟୁ ଘଟିଛି। ରେଞ୍ଜର...

ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୨ ଗିରଫ

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ତାଳପଦା ଗ୍ରାମପଞ୍ଚାୟତ କାଳିଆଜିଆଣି ସଂରକ୍ଷିତ ୧ ନଂ. ଜଙ୍ଗଲରେ ନିଆଁ ଲଗାଇବା ଘଟଣାରେ ଶୁକ୍ରବାର...

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ...

Advertisement
Archives

Model This Week