ପୋଲିସ ସହ ଗୁଳି ବିନିମୟରେ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୩(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ସୀମାନ୍ତରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। କୋମ୍ବିଂ ଅପରେଶନ ଜାରି ରହିଛି, ଅଧିକ ମାଓବାଦୀଙ୍କ ମୃତଦେହ ମିଳିପାରେ ବୋଲି ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ଥିବା ବିଶେଷ ସୂତ୍ରରୁ ଖବର ପାଇ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳରେ କୋମ୍ବିଂ କରିଥିଲେ। ସୋମବାର ଭୋରରୁ ସୁରକ୍ଷା କର୍ମୀ-ମାଓାବଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ବେଳେ ଘଟଣାସ୍ଥଳରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଏଥିସହ ଉକ୍ତ ମହିଳା ମାଓବାଦୀଙ୍କ ମୃତଦେହ ନିକଟରୁ ଇନ୍‌ସାସ୍‌ ରାଇଫଲ, ବିପୁଳ ପରିମାଣର ଗୁଳି, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଜବତ ହୋଇଛି। ଖବର ଲେଖାହେବା ସୁଦ୍ଧା ଉକ୍ତ ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି। ଅଧିକ ମାଓବାଦୀ ଆହତ କିମ୍ବା ନିହତ ହୋଇଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri