ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର ବିଶ୍ୱାଳ, ସଦସ୍ୟ ପବିତ୍ର ଦେହେରୀ, ଏମଡ଼ି ଅଲିମ ଏବଂ ଭୁବନେଶ୍ୱର ସାହୁ ।

ଦଳ ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଚିନ୍ତାଧାରାରେ ସାମିଲ ହୋଇ ସେମାନେ ଦଳରେ ସାମିଲ ହୋଇଥିଲେ । ମାତ୍ର ଗତ କିଛିଦିନ ହେଲା, ରାଜ୍ୟ ଏବଂ ଜିଲା ଏଏପିରେ ମନମୁଖୀ କାର୍ଯ୍ୟକଳାପ ଚାଲିଥିବା ସେମାନେ ଅଭିଯୋଗ କରିଛନ୍ତି । ଏହି ଦୃଷ୍ଟିରୁ ସେମାନେ ଦଳ ଛାଡ଼ିଥିବା ଇସ୍ତଫାପତ୍ରରେ ଉଲ୍ଳେଖ କରିଛନ୍ତି ।

ଦଳର ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ରଙ୍କ ଉଦ୍ଦେଶ୍ୟରେ ଜିଲା ଆବାହକ ଭବାନୀ ପ୍ରସାଦ ସାହୁଙ୍କୁ ସେମାନେ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ତେବେ ଇସ୍ତଫା ଦେଇଥିବା ଆପ୍‌ କାର୍ଯ୍ୟକର୍ତ୍ତାମାନେ ନିକଟ ଭବିଷ୍ୟତରେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri