Posted inଫୁରସତ

ବିନା ମାସ୍କରେ ଘରୁ ବାହାରିଲେ ପୋଲିସ ନେବ ଏହି କଡ଼ା ପଦକ୍ଷେପ, ଜାଣିଲେ…

ବର୍ତ୍ତମାନ ସମଗ୍ର ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରୁ ନିସ୍ତାର ପାଇବା ପାଇଁ ନାନା ପଦଦେକ୍ଷ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ ପ୍ରଶାସନ ସହରରେ କରୋନା ସଂକ୍ରମଣ ରୋକିବା ପାଇଁ ଭିନ୍ନ ଏକ ପଦକ୍ଷେପ ଆପଣାଇଛି। ଯଦି କେହି ବିନା ମାସ୍କରେ ଘରୁ ବାହାରିବ ତେବେ ପୋଲିସ ଏହି ଅମାନିଆଙ୍କ ହାତରେ ‘ମୁଁ କରୋନା ଦୂତ’ ଲେଖାଥିବା ଏକ ସିଲ୍‌ ଲଗାଇବ। ଏପରି ପଦକ୍ଷେପ ନେଇଛି ମଧ୍ୟପ୍ରଦେଶ ପୋଲିସ। ଖାଲି ଏତିକି ନୁହେଁ, ଜରିମାନା ମଧ୍ୟ ଦେବାକୁ ପଡ଼ିବ ଏବଂ ଏହି ବେପରୁଆମାନଙ୍କୁ ଜେଲ୍‌ ବି ପଠାଯିବ ବୋଲି ଜଣାପଡ଼ିଛି।

ଏହି ଅଭିଯାନ ବିଦିଶା କଲେକ୍ଟର ଡା. ପଙ୍କଜ ଜୈନଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି। ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଏପରି ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri