ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ଉତ୍ୟକ୍ତ ଲୋକେ ପୋଲିସ ଗାଡି ଘେରାଉ କରିଛନ୍ତି । ସୂଚନା ମୁତାବକ ବୌଦ୍ଧ ଅଞ୍ଚଳରୁ ଗଞ୍ଜେଇ ଗାଡି ସନ୍ଦେହରେ ବୌଦ୍ଧ ପୋଲିସ ଏକ କାର୍‌ ଗାଡିକୁ କିଆକାଟା ଅଞ୍ଚଳ ଦିଗକୁ ଗୋଡାଉଥିବା ବେଳେ ଉକ୍ତ କାର୍‌ ୨ ଜଣଙ୍କୁ ଧକ୍କା ଦେଇଛି । ଦୁର୍ଘଟଣାରେ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ଉଭୟଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ତେବେ ଖବର ଲେଖା ହେବା ସୁଦ୍ଧା କିଆକାଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ପୋଲିସ ସହିତ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri