ବାଲ୍ୟବିବାହ ବନ୍ଦ ନେଇ ଆଇନ ସେବା ପ୍ରାଧିକରଣ ପକ୍ଷରୁ ତତ୍ପରତା 

ପାଟଣା,୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଶୁକ୍ରବାର ଜିଲା ଆଇନ ସେବା ପ୍ରାଧିକରଣ ତତଫରୁ ବାଲ୍ୟବିବାହ ବନ୍ଦ, ନିଶାମୁକ୍ତ ରାଷ୍ଟ୍ର ଗଠନ ଓ ପରିବେଶ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ପ୍ରାଧିକରଣ ସଂମ୍ପାଦକ ଅକ୍ଷୟ କୁମାର ଚକ୍ରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଥିଲା।
ମୂଖ୍ୟଅତିଥି ଭବେ ଜିଲା ଆଇନ ସେବା ପ୍ରାଧିକରଣ ସଚିବ ସସ୍ମିତା ନନ୍ଦିନୀ ତ୍ରିପାଠୀ, ସମ୍ମାନୀତ  ଆତିଥି ଭାବେ ସ୍ଥାୟୀଲୋକ ଅଦାଲତ ଅଧକ୍ଷ ଇ ବିଘ୍ନେଶ୍ୱର ରାଓ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ପାଟଣା ବିଡିଓ ମାନସ କୁମାର ଦଣ୍ଡ ପାଟ, ଉପ ଆରଖି ଅଧିକ୍ଷକ ଉଲ୍ଲାସୀ ମାଝି, ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଶୁଭେନ୍ଦୁ ସାଗର କୁମାର ନାଏକ, ସିଡିପିଓ କଳ୍ପନା ଦୋରା, ପାଟଣା ଥାନା ପକ୍ଷରୁ ଏସ୍‌ଆଇ ଲକ୍ଷ୍ମଣ ମାଝି ପ୍ରମୁଖ ସାମିଲ ହୋଇ ଉପସ୍ଥିତ ଲୋକ ପ୍ରତିନିଧି ଓ ଅଧିକାରୀଙ୍କୁ ଅବଗତ  କରିଥିଲେ। କାର୍ଯ୍ୟକ୍ରମରେ ବ୍ଲକର ପିଆରଆଇ ମେମ୍ବର, ସିଆରସି ଓ ସୟଂ ସହାୟିକା ମହିଳାମାନେ ସାମିଲ ହୋଇଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri