ଅନଲାଇନରେ ପଞ୍ଜୀକରଣ ହେବ ଆଇନ ସେବା ସମ୍ବନ୍ଧୀୟ ବିଷୟବସ୍ତୁ

କେସିଙ୍ଗା, ୧୪।୫( ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ତାଲୁକ ଆଇନ ସେବା ସମିତି ପକ୍ଷରୁ ବ୍ଲକର ତୁଣ୍ଡଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନ ସେବା ପ୍ରାଧିକରଣ ନିଶୁଳ୍କ ସହାୟତା ନମ୍ବର ୧୫୧୦୦ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ତରଫରୁ ପ୍ରଦାନ କରାଯାଇ ଥିଲା। ଅନଲାଇନ ମାଧ୍ୟମରେ ଆଇନ ସେବା ସମ୍ବନ୍ଧୀୟ ଦରଖାସ୍ତ ପଞ୍ଜିକରଣ ବିଷୟ ବସ୍ତୁ ଉପରେ ଆଲୋଚନା ହୋଇଥିଲା। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ତଥା ଅଧ୍ୟକ୍ଷା ତାଲୁକ ଆଇନ ସେବା ସମିତିର ଦିପ୍ତା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବରିଷ୍ଠ ଆଇନଜୀବି ସୌମ୍ୟ ରଞ୍ଜନ ମିଶ୍ର, ପଲମ ଫାଣ୍ଡି ଅଧିକାରୀ ଜ୍ଞାନ ରଞ୍ଜନ ମାଝୀ, ପଞ୍ଚାୟତ କାର୍ଯ୍ୟର୍ନିବାହୀ ଅଧିକାରୀ ପାର୍ଥ ରଣାଙ୍କ ସମେତ ଗ୍ରାମର ଜନସାଧାରଣମାନେ ଉପସ୍ଥିତ ଥିଲେ। ଆଖପାଖ ଅଞ୍ଚଳର ବହୁ ସମାଜସେବୀ, ମହିଳା ଗୋଷ୍ଠୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri