Advertisement

ମହାନ୍‌ ସଙ୍ଗୀତକାର ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୧: ଶାସ୍ତ୍ରୀୟ ସଙ୍ଗୀତକାର ଉସ୍ତାଦ ଗୁଲାମ ମୁସ୍ତାଫା ଖାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଉସ୍ତାଦ ଗୁଲାମ ମୁସ୍ତାଫା ଖାନ ବଲିଉଡର ଅନେକ ବଡ ଗାୟକଙ୍କୁ ସଙ୍ଗୀତ ଶିକ୍ଷା ଦେଇଥିଲେ। ଲତା ମଙ୍ଗେଶକରଙ୍କ ବ୍ୟତୀତ ସେ ଆର୍‌ ରହମାନ, ସୋନୁ ନିଗମ, ହରିହରନ, ଆଶା ଭୋସଲେ, ଗୀତା ଦତ୍ତ, ମାନ୍ନା ଦେ ଏବଂ ଶାନଙ୍କୁ ସଙ୍ଗୀତ ଶିକ୍ଷା ଦେଇଥିଲେ। ସଙ୍ଗୀତରେ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ, ପଦ୍ମ ଭୂଷଣ ଏବଂ ପଦ୍ମଭୂଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ଉସ୍ତାଦ ଗୁଲାମ ମୁସ୍ତାଫା ଖାନଙ୍କ ଦେହାନ୍ତରେ ଲତା ମଙ୍ଗେଶକର ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ମୁଁ ବର୍ତ୍ତମାନ ଦୁଃଖଦ ଖବର ପାଇଛି ଯେ ମହାନ ଶାସ୍ତ୍ରୀୟ ଗାୟକ ଉସ୍ତାଦ ଗୁଲାମ ମୁସ୍ତାଫା ଖାନ ସାହେବ ଏହି ଦୁନିଆରେ ଆଉ ନାହାଁନ୍ତି। ଏହା ଶୁଣି ମୁଁ ବହୁତ ଦୁଃଖିତ। ସେ ଭଲ ଗାୟକ ନ ଥିଲେ, ଜଣେ ଭଲ ମଣିଷ ଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରେମ ସମ୍ପର୍କ; ହଠାତ୍‌ ଅଲଗା ହୋଇ ଚମକାଇଥିଲେ

ବମ୍ବେ: ଏକଦା ଅଭିନେତ୍ରୀ ଆଶା ନେଗି ଏବଂ ଅଭିନେତା ରିତ୍ୱିକ ଧନଜାନୀ ଟେଲି ପରଦାର ଲୋକପ୍ରିୟ ଯୋଡ଼ି ଥିଲେ। ଉଭୟଙ୍କ ପ୍ରେମସମ୍ପର୍କ ଗଣମାଧ୍ୟମର ଶିରୋନାମା ପାଲଟୁଥିଲା।...

ଗ୍ଲାମରସ୍‌ ଲୁକ୍‌ରେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କୁ ବିବାହ ପରେ ପ୍ରଥମ ଥର ପାଇଁ ଗ୍ଲାମରସ୍‌ ଲୁକ୍‌ରେ ଦେଖିବାକୁ ମିଳିଛି। ଇଶାନ ଖଟ୍ଟର ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଅଭିନୀତ...

ସୁଶାନ୍ତଙ୍କ ‘ଛିଛୋରେ’କୁ ମିଳିଲା ଶ୍ରେଷ୍ଠ ଫିଲ୍ମ

ନୂଆଦିଲ୍ଲୀ,୨୨।୩ :  ୨୦୧୯ ବର୍ଷ ପାଇଁ ସୋମବାର ଘୋଷଣା କରାଯାଇଛି ୬୭ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଏଥିରେ ସ୍ବର୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ...

ମଧୁବାଲାଙ୍କ ବାୟୋପିକ

ମୁମ୍ବାଇ: ବଲିଉଡ ଦୁନିଆର ନାଁ କରା ଅଭିନେତ୍ରୀ ମଧୁବାଲାଙ୍କ ଜୀବନକୁ ନେଇ ତିଆରି ହେବାକୁ ଯାଉଛି ତାଙ୍କର ଏକ ବାୟୋପିକ । ଏହାକୁ ନେଇ ତାଙ୍କର...

୧୨ ଦିନ ପାଣି ପିଇ କମାଇଲେ ଓଜନ, ଚର୍ଚ୍ଚାରେ ଏହି ମଡେଲ

କିଛି ବର୍ଷ ପୂର୍ବରୁ କରୀନା କପୁର ସାଇଜ ଜିରୋ କରି ଚର୍ଚ୍ଚାକୁ ଆସିଥିଲେ। ସେତେବେଳେ କରୀନା କହିଥିଲେ ଓଜନ କମାଇବାକୁ କୌଣସି ସ୍ବାସ୍ଥ୍ୟ ଟିପ୍ସ ଦରକାର...

ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା...

ଆମିରଙ୍କ ପ୍ରେମରେ ଆମେରିକା

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍‌ ୧୧ଲକ୍ଷରୁ ଅଧିକ...

ଆମେରିକାରେ ଭାରତୀୟ ଖାଦ୍ୟ ଖାଇଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ତାଙ୍କର ଦୈନନ୍ଦିନ ରୁଟିନଠାରୁ ଆରମ୍ଭ କରି ନୂତନ ପ୍ରୋଜେକ୍ଟ ଏବଂ ବ୍ୟକ୍ତିଗତ ଜୀବନ ପର୍ଯ୍ୟନ୍ତ ସୋସିଆଲ ମିଡିଆରେ ପ୍ରଶଂସକଙ୍କ...

Advertisement
Archives

Model This Week