Posted inଖେଳ

କରୋନାରେ ପ୍ରାଣ ହାରିଲେ ଲେଗ୍‌ ସ୍ପିନର ବିବେକ ଯାଦବ

ଜୟପୁର,୭।୫(ପି.ଟି.): କୋଭିଡ୍‌- ୧୯ ଆଗରେ ଆଉ ଜଣେ କ୍ରିକେଟର ହାର ମାନିଛନ୍ତି। ରାଜସ୍ଥାନ ପୂର୍ବତନ ଲେଗ୍‌ ସ୍ପିନର ତଥା ରଣଜୀ ଟ୍ରଫି ବିଜେତା ଦଳର ସଦସ୍ୟ ବିବେକ ଯାଦବ କରୋନା ଦ୍ୱାରା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ବିବେକଙ୍କ ପାଖରେ ସ୍ତ୍ରୀ ଓ ତାଙ୍କର ଏକମାତ୍ର ଝିଅ ଥିଲେ। ବୁଧବାର ସିଟି ହସ୍ପିଟାଲରେ ମାତ୍ର ୩୬ ବର୍ଷ ବୟସରେ ସେ ପ୍ରାଣ ହରାଇଥିଲେ। ପୂର୍ବତନ ଭାରତୀୟ ଓପନର ଆକାଶ ଚୋପ୍ରା ଏ ସଂକ୍ରାନ୍ତରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବିବେକ ୧୮ଟି ପ୍ରଥମ ଶ୍ରେଣୀ କ୍ରିକେଟ ମ୍ୟାଚ୍‌ ଖେଳିଛନ୍ତି ଓ ୫୭ଟି ଉଇକେଟ ହାସଲ କରିଛନ୍ତି। ୨୦୧୦-୧୧ ରଣଜୀ ଟ୍ରଫି ଫାଇନାଲ ମ୍ୟାଚ୍‌ ସେ ଖେଳିଥିଲେ। ସେ ବରୋଦା ବିପକ୍ଷ ପ୍ରଥମ ଇନିଂସରେ ୯୧ ରନ ଦେଇ ୪ ଉଇକେଟ ହାସଲ କରିଥିଲେ। ଫଳରେ ରାଜସ୍ଥାନ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଥିଲା। ୩୦ ବର୍ଷ ପୂର୍ବରୁ ସେ ତାଙ୍କ ଶେଷ ପ୍ରତିଯୋଗିତାମୂଳକ ମ୍ୟାଚ୍‌ ଖେଳିଥିଲେ। ସେ କର୍କଟ ରୋଗରେ ପୀଡିତ ଥିଲେ ଓ ଚିକିତ୍ସିତ ହେଉଥିଲେ। ହସ୍ପିଟାଲରେ ସେ କେମେଥେରାପି ନେଉଥିଲେ। ତେବେ ସେଠାରେ ସେ କରୋନା ପଜିଟିଭ ବୋଲି ଜଣାପଡିଥିଲା ଓ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri