କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ ହେଉ ଅବା ଟିଭି ରେଟିଂରେ ଗତ ସିଜନ ତୁଳନାରେ ଏଥର ଦର୍ଶକଙ୍କ ସଂଖ୍ୟା ୫ ଗୁଣା ଅଧିକ ଥିବା ଦେଖାଯାଇଛି ବୋଲି ଲିଜେଣ୍ଡ୍ସ ଲିଗ୍‌ର ସହପ୍ରତିଷ୍ଠାତା ତଥା ସିଇଓ ରମଣ ରାହେଜା ପ୍ରକାଶ କରିଛନ୍ତି। ଭାରତରେ ଆଇପିଏଲ୍‌ ପରେ ଏହି ଟି୨୦ ଲିଗ୍‌କୁ ଅଧିକ ଲୋକ ଦେଖୁଛନ୍ତି। ଆମ ଡିଜିଟାଲ ଫୁଟ୍‌ଫ୍ରିଣ୍ଟ୍‌ ୬ଶହ ନିୟୁତ ଅତିକ୍ରମ କରିସାରିଛି। ଗେମ୍‌କୁ କେହି ହାଲୁକା ଭାବେ ନେଉନାହାନ୍ତି ଏହା ଇଂଲଣ୍ଡର ଗ୍ରେମ୍‌ ସ୍ବାନ, ଶ୍ରୀଲଙ୍କାର ଅଜନ୍ଥା ମେଣ୍ଡିସ ଓ ପୂର୍ବତନ ଭାରତୀୟ ପେସ୍‌ ବୋଲର ଏସ୍‌. ଶ୍ରୀସନ୍ଥଙ୍କ ଖେଳରୁ ଏହା ବାରିହୋଇପଡ଼ୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?