Posted inଖେଳ

ଚୌକା-ଛକା ବର୍ଷା କଲେ ଗମ୍ଭୀର

ନୂଆଦିଲ୍ଲୀ,୭।୧୨: କିମ୍ବଦନ୍ତୀ ଲିଗ କ୍ରିକେଟ ଟୁର୍ନାମେଣ୍ଟର ଏଲିମିଟର ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ ୧୨ ରନ୍‌ରେ ଗୁଜରାଟ ଜିଆଣ୍ଟସ ଦଳକୁ ପରାସ୍ତ କରିଛି॥ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଇଣ୍ଡିଆ କ୍ୟାପିଟାଲ୍ସର ଏକ ଭଲ ଆରମ୍ଭ ହୋଇଥିଲା। ପ୍ରଥମ ଉଇକେଟ ପାଇଁ ଇଣ୍ଡିଆ କ୍ୟାପିଟାଲ ଓପନର୍‌ ଗୌତମ ଗମ୍ଭୀର ଏବଂ କିର୍କ ଏଡୱାର୍ଡସ ୬.୩ ଓଭରରେ ୬୫ ରନ ସଂଗ୍ରହ କରିଥିଲେ।
ବିଶେଷକରି ଗୌତମ ଗମ୍ଭୀର ଆକ୍ରମଣାତ୍ମକ ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଗୌତମ ଗମ୍ଭୀର କେବଳ ୩୦ ବଲରେ ୫୧ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ସେ ନିଜ ଇନିଂସରେ ୭ ଚୌକା ଓ ଗୋଟିଏ ଛକା ମାରିଥିଲେ। ତେବେ ଏହି ଇନିଂସ ପରେ ଗୌତମ ଗମ୍ଭୀର ସୋସିଆଲ ମିଡିଆରେ କ୍ରମାଗତ ଭାବରେ ଟ୍ରେଣ୍ଡ କରୁଛନ୍ତି।
ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଇଣ୍ଡିଆ କ୍ୟାପିଟାଲ୍ସ ଭଲ ଆରମ୍ଭ କରିଥିଲା। ଗୌତମ ଗମ୍ଭୀରଙ୍କ ବ୍ୟତୀତ କେଭିନ ପିଟରସେନ, କିର୍କ ଏଡୱାର୍ଡସ ଏବଂ ବେନ ଡଙ୍କ ଭଳି ବ୍ୟାଟ୍ସମ୍ୟାନମାନେ ଉପଯୋଗୀ ଯୋଗଦାନ ଦେଇଥିଲେ।  ଇଣ୍ଡିଆ କ୍ୟାପିଟାଲର ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୨୩ ରନ୍‌ କରିଥିଲା। ଗୁଜରାଟ ଜିଆଣ୍ଟସ ଦଳ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୧୧ ରନ୍‌ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?