ଜଳବାୟୁ ପରିବର୍ତ୍ତନ ନେଇ ଆଇନ ପ୍ରଣୟନ

ମେଲବୋର୍ନ,୮ା୯: ଅଷ୍ଟ୍ରେଲିଆରେ ପରିବେଶକୁ ସଫାସୁତରା ରଖିବା ଏବଂ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦେଶର ସଂସଦ ଗୁରୁବାର ଗ୍ରୀନ୍ସ ପାର୍ଟି ଏବଂ ସ୍ବାଧୀନତାବାଦୀଙ୍କ ସମର୍ଥନରେ ଏକ ଆଇନ ପ୍ରଣୟନ କରି ୨୦୩୦ ସୁଦ୍ଧା କାର୍ବନ ନିର୍ଗମନକୁ ୪୩% ହ୍ରାସ କରିବାକୁ ଏବଂ ୨୦୫୦ ସୁଦ୍ଧା ଶୂନ କରିବାକୁ ପ୍ରତିଶ୍ରୁତି ଦେଇଛି। ମେ’ରେ ଲେବର ପାର୍ଟି କ୍ଷମତାକୁ ଆସିବା ପରେ ଅଷ୍ଟ୍ରେଲିଆରେ ପ୍ରଥମ ଜଳବାୟୁ ପଦକ୍ଷେପ ନିଆଯାଇଛି। ତେବେ ଅଧିକ ପରିବେଶ ବିଲ୍‌ ପାସ କରିବାରେ ସରକାର ଏକ ଚରମ ସଂଘର୍ଷର ସମ୍ମୁଖୀନ ହେବେ।

ଜଳବାୟୁ ପରିବର୍ତ୍ତନ ଆଇନର ପାସ ବିଶ୍ୱକୁ ଏକ ବାର୍ତ୍ତା ପଠାଉଛି ଯେ, ନିର୍ଗମନ ହ୍ରାସ ତଥା ସୁଲଭ ଅକ୍ଷୟ ଶକ୍ତିରୁ ଅର୍ଥନୈତିକ ସୁଯୋଗ ହାସଲ କରିବା ପାଇଁ ଅଷ୍ଟ୍ରେଲିଆ ଗୁରୁତର ଅଟେ ବୋଲି ଜଳବାୟୁ ପରିବର୍ତ୍ତନ ଏବଂ ଶକ୍ତି ମନ୍ତ୍ରୀ କ୍ରିସ୍‌ ବୋଏନ ଏକ ବିବୃତ୍ତିରେ କହିଛନ୍ତି।

ସୂଚନାନୁଯାୟୀ, ଆଇନ ୨୦୩୦ ପାଇଁ ନିର୍ଗମନ ହ୍ରାସ ଲକ୍ଷ୍ୟ ଧାର୍ଯ୍ୟ କରିଛି,। ଯାହା ପୂର୍ବ ସରକାରଙ୍କ ତୁଳନାରେ ୫୦% ଅଧିକ ଆକ୍ରମଣାତ୍ମକ ଅଟେ। ଏଥିସହ ନିର୍ମଳ ଶକ୍ତି ଏବଂ ଭିତ୍ତିଭୂମି ଆର୍ଥିକ ଏଜେନ୍ସି ଭଳି ସରକାରୀ ସଂସ୍ଥାଗୁଡ଼ିକୁ ସେମାନଙ୍କ ନିଷ୍ପତ୍ତିରେ ନିର୍ଗମନ ଲକ୍ଷ୍ୟକୁ ବିଚାରକୁ ନେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri