୧୮ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨।୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୮ ତାରିଖ ପ୍ରଥମ ଦିବସ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ। ଫେବୃୟାରୀ ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ। ୨୫ରୁ ୨୭ ଯାଏ ବଜେଟ ଉପରେ ଆଲୋଚନା ହେବ। ମାର୍ଚ୍ଚ ୧ରୁ ୧୧ ତାରିଖ ଯାଏ ଅଧିବେଶନ ବିରତ ରହିବ। ୧୨ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ। ସେହିଦିନ ବିଧାନସଭାରେ ସମସ୍ତ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ କରାଯିବ। ୧୫ରୁ ୨୭ ଯାଏ ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୧ରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହରେ ଆଗତ ହେବ। ଏହି ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ସଂସଦରେ ଭାରତୀୟଙ୍କ ଦବ୍‌ଦବା; ବାଜିମାତ୍‌ କଲେ ପିୟା ଡାଣ୍ଡିଆ, ଆମେରିକାରେ ହଲଚଲ

ଓ଼୍ବାଶିଂଟନ,୪।୧୧: ଆମେରିକାରେ ମିଡଟର୍ମ ନିର୍ୱାଚନର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଏହି ର୍ନିବାଚନର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିବାର ଦେଖିବାକୁ ମିଳିବ। ଗଣତି ଚାଲିଛି ଏବଂ…

ସୁପରମ୍ୟାନ୍‌ ସାଜିଲେ ବିରାଟ କୋହଲି, ୩୭ ବର୍ଷ ବୟସରେ ଏମିତି କ୍ୟାଚ୍‌ ଧରିଲେ ଅମ୍ପାୟର ହୋଇଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଅକଲାଣ୍ଡ,୪।୧୧: ଇଡେନ ପାର୍କରେ ବିରାଟ କୋହଲିଙ୍କ ଚମତ୍କାର ଫିଲ୍ଡିଂ ଏବେ ଚର୍ଚ୍ଚାରେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ କୋହଲି ନିଜର ଚମତ୍କାର ଫିଲ୍ଡିଂ ଦକ୍ଷତା ଦେଖାଇ…

ଖତଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର, କୋଳକୁ ନେଲେ ନିଃସନ୍ତାନ ଦମ୍ପତ୍ତି: ଆଉ ତା’ପରେ ଘଟିଲା…

ଭେଡେନ,୪।୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରିଡ଼ା ପଞ୍ଚାୟତ ଅନ୍ତର୍ଗତ ଝରାପାଲି ଗ୍ରାମର ଶେଷ ମୁଣ୍ଡରେ ଥିବା ଏକ ଖତଗଦାରୁ ମଙ୍ଗଳବାର ଭୋରରେ ନବଜାତ ଶିଶୁପୁତ୍ର…

ଆମେରିକା ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା; ଡେମୋକ୍ରାଟ୍ସ ହାତେଇଲେ ବହୁମତ, ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୪।୧୧: ଆମେରିକାରେ 2026 ମିଡଟର୍ମ ନିର୍ୱାଚନରେ ଭୋଟ ଗ୍ରହଣ ଶେଷ ହୋଇଛି ଏବଂ ଭାରତୀୟ ସମୟ ଅନୁଯାୟୀ ଆଜି ନଭେମ୍ୱର 4 ସକାଳ ସାଢ଼େ 4ଟାରୁ ଭୋଟ…

ଅବିଶ୍ୱସନୀୟ କ୍ୟାଚ୍‌ ଧରିଲେ ଗୁରନୁର: ବାମ ହାତରେ କଲେ କମାଲ୍‌, ସ୍ତବ୍ଧ ହୋଇଗଲେ କ୍ରିକେଟ୍‌ପ୍ରେମୀ, ଦେଖନ୍ତୁ VIDEO

ଅକଲାଣ୍ଡ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଚର୍ଚ୍ଚାରେ ରହିଛନ୍ତି ଭାରତୀୟ ବୋଲର ଗୁରନୁର ବରାଡ। ନିଜ ବୋଲିଂରେ ଏକ ଅବିଶ୍ୱସନୀୟ କ୍ୟାଚ ଧରି…

ଭୋରୁ ଭୋରୁ ସ୍କୁଟିରେ ଚାଲିଥିଲା ଗଞ୍ଜେଇ ଚାଲାଣ: ମାଡ଼ିବସିଲା ପୋଲିସ

ହାଟଡିହୀ/ଛେନାପଦି,୪।୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର କୁମାର ଶାନ୍ତିଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ୩ ଗଞ୍ଜେଇ ବେପାରୀଙ୍କୁ ଧରିବାରେ ସଫଳ…

ମହମ୍ମଦ ସିରାଜଙ୍କ ସହ ହେଲା ’ଅନ୍ୟାୟ’! ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିବା ପଛର ପ୍ରକୃତ କାରଣ ଆସିଲା ସାମ୍ନାକୁ, ଶୁଣିଲେ…

ନୂଆଦିଲ୍ଲୀ, ୪।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଅକଲାଣ୍ଡରେ ଖେଳାଯାଉଛି। ନ୍ୟୁଜିଲାଣ୍ଡରେ ଦ୍ରୁତ ବୋଲରମାନଙ୍କୁ ସାହାଯ୍ୟ ମିଳିଥାଏ। ଏହି କାରଣରୁ ଟିମ ଇଣ୍ଡିଆ…

ରହସ୍ୟ ଉପରୁ ପରଦା ଉଠାଇଲେ ଶୁବମନ ଗିଲ: ୨୦୨୭ ବିଶ୍ୱକପ୍‌କୁ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୪।୧୧: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଇଡେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?