୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌ ଆଗତ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଠୁ ପ୍ରଚାର ଆରମ୍ଭ କରିବେ ନବୀନ, ଏଥର ଯୋଡ଼ି ଶଙ୍ଖ ପ୍ରଚାର

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri