ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଶନିବାର ଦେଖିବାକୁ ମିଳିଛି।

ସେ ଚାଷୀ ପରିବାରରୁ ଆସିଥିବା ବେଳେ ଚାଷ ପ୍ରତି ତାଙ୍କର ଆଗ୍ରହ ରହିଛି। ସମୟ ମିଳିଲେ ଚାଷ ବୁଝାଶୁଝା କରିବାକୁ ଭଲ ପାଆନ୍ତି। ଚାଷ କାର୍ଯ୍ୟରେ ସାହାଯ୍ୟ କଲେ ଚାଷୀଙ୍କ ମନୋବଳ ବୃଦ୍ଧି ପାଇବ ବୋଲି ବିଧାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ...

ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ...

୧୦ ଜିଲା ପାଇଁ ୧୦ ସଚିବଙ୍କୁ ନିଯୁକ୍ତି, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ୧୦ ଆକାଂକ୍ଷୀ ଜିଲା ପାଇଁ ୧୦ ସଚିବସ୍ତରୀୟ ଅଧିକାରୀ ନିଯୁକ୍ତ ହୋଇଛନ୍ତି। କନ୍ଧମାଳ ଜିଲା ପାଇଁ ମଧୁସୂଦନ ପାଢ଼ୀ, କଳାହାଣ୍ଡି ପାଇଁ ସତ୍ୟବ୍ରତ...

ଏଣିକି ଅନଲାଇନରେ ଅଧିକାରୀ ଦେବେ ପ୍ରାକୃତିକ ବିପର୍ଯ୍ୟୟର ସୂଚନା

ବରଗଡ଼ ଅଫିସ,୨୪।୯: ବରଗଡ଼ ସହରର ଏକ ହୋଟେଲ ସମ୍ମିଳନୀ କକ୍ଷରେ ମଙ୍ଗଳବାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଉପରେ ଏକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ...

ସଂଘବଦ୍ଧ ଆକ୍ରମଣ ମାମଲା : ୪ ଫେରାର ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୨୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୁଡ଼ୁଙ୍ଗପୁର ଗ୍ରାମର ବଳରାମ ପାତ୍ର, ଭଗବାନ ପାତ୍ର, ଶଙ୍କର ପାତ୍ର ଓ କୃଷ୍ଣ ପାତ୍ରଙ୍କୁ ସଂଘବଦ୍ଧ...

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ...

ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ...

ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ

ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍‌.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ...

Advertisement
Archives

Model This Week