Posted inଜାତୀୟ

ଜିଦ୍‌ରେ ଅଟଳ: ବିଧାୟକ ଦଳ ବୈଠକରେ ଯୋଗ ଦେଲେ ନାହିଁ ପାଇଲଟ

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନରେ କଂଗ୍ରେସ ଦଳ ମଧ୍ୟରେ ଆରମ୍ଭ ହୋଇଥିବା ଶାସନ ଗାଦିର ରାଜନୀତି ଏପର୍ଯ୍ୟନ୍ତ ଥମିବାର ନାଁ ନେଉନି। ଦଳପ୍ରତି ବିରୋଧ ମନୋଭାବ ପରେ ଦଳରୁ ଅଲଗା ହୋଇଯିବାକୁ ଚାହୁଁଥିବା ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ମନାଇବା ଏବେ କଂଗ୍ରେସ ପାଇଁ ସବୁଠାରୁ ବଡ କାଠିକର ପାଠ ହୋଇଯାଇଛି। ମଙ୍ଗଳବାର କଂଗ୍ରେସ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବି ସଚିନ ଯୋଗ ଦେଇନାହାନ୍ତି। ଏବେ ମିଳିଥିବା ବିଶେଷ ସୂତ୍ରରୁ ଜଣାପଡିଛି କି ବୈଠକରେ ସାମିଲ ନ ହୋଇଥିବା ବିଧାୟକମାନଙ୍କୁ କଂଗ୍ରେସ ପକ୍ଷରୁ ନୋଟିସ ଜାରି କରାଯାଇପାରେ। ଗୋଟିଏ ପଟେ ପାଇଲଟ ଯୋଗ ନ ଦେବା ଓ କେତେଜଣ ବିଧାୟକ ମଧ୍ୟ ନ ଆସିବା ସଚିନଙ୍କ ସହ କଥାବାର୍ତ୍ତାର ସମସ୍ତ ବାଟକୁ ବନ୍ଦ କରି ଦେଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri