Posted inଜାତୀୟ

ବିବାହରେ ବରଙ୍କୁ ଲେମ୍ବୁ ଉପହାର

ରାଜକୋଟ,୧୭ ।୪: ଗୁଜରାଟ ରାଜକୋଟର ଏକ ବିବାହ ସମାରୋହରେ ଭିନ୍ନ ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଏଠି ବରଙ୍କୁ ସାଥିମାନେ ଉପହାରରେ ଲେମ୍ବୁ ଦେଇଛନ୍ତି । ଗୋଟିଏ ପଟେ ଗ୍ରୀଷ୍ମ ସମୟରେ ଲେମ୍ବୁର ଆବଶ୍ୟକତା ଅଧିକ ଥିବା ବେଳେ ଅନ୍ୟପଟେ ଦେଶରେ ଏବେ ଲେମ୍ବୁର ଦାମ ଆକାଶ ଛୁଆଁ ହୋଇଛି । ଏମିତିକି କେତେକ ସ୍ଥାନରେ ଲେମ୍ବୁ କିଲୋ ପିଛା ଦାମ ୩୦୦ ଟଙ୍କା ପହଞ୍ଚିଛି । ଯାହା ଆଗରୁ କେବେ ହୋଇ ନ ଥିଲା । ତେଣୁ ଏହା ଏକ ଦାମୀ ଉପହାର ବୋଲି ବରଙ୍କ ସାଥିମାନେ କହିଛନ୍ତି ।
ସୂଚନାଯୋଗ୍ୟ, ପୂର୍ବରୁ ଦେଶରେ ପେଟ୍ରୋଲ ଡିଜେଲ ଦର ଲଗାତାର ବୃଦ୍ଧି ପାଇବା ସମୟରେ କିଛି ବିବାହ ସମାରୋହରେ ଅତିଥିମାନେ ପେଟ୍ରୋଲ ଉପହାର ଦେଉଥିବା ଦେଖାଯାଇଥିଲା । ଆଉ ଏବେ ଲେମ୍ବୁ ଉପହାର ଦେଇ ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଦରଦାମ ପ୍ରତି ସଚେତନା ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri