ଭୁବନେଶ୍ୱର,୪ା୧( ଅନୁରାଧା ମହାରଣା): ବିଭିନ୍ନ ବ୍ୟାଙ୍କରୁ ରଣ ଆଣୁଥିବା ବ୍ୟକ୍ତିଙ୍କ କ୍ରେଡିଟ୍ ରେକର୍ଡ ଏଣିକି ପ୍ରତି ୧୫ଦିନରେ ଋଣ ପ୍ରଦାନକାରୀ ତଥ୍ୟ ଦେବେ। କ୍ରେଡିଟ୍ ରିସ୍କ ଆକଳନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରିଜର୍ଭ ବ୍ୟାଙ୍କ ଏହି ନୂତନ ପଦକ୍ଷେପ ନେଇଛି। ଏହାଦ୍ୱାରା ରଣ ପ୍ରଦାନ ପୂର୍ବରୁ ରଣ ପ୍ରଦାନକାରୀଙ୍କୁ କଡ଼ା ଯାଞ୍ଚ କରିବାକୁ ପଡ଼ିବ। ଅନେକ ବ୍ୟକ୍ତି ଗୋଟିଏ ସ୍ଥାନରୁ ଋଣ ଆଣି ଏହାର ପରିଶୋଧ ନ କରି ଅନ୍ୟ ସ୍ଥାନରୁ ଋଣ ଉଠାଇବା ଉପରେ ରୋକ୍ ଲଗାଇବାରେ ଏହି ପଦକ୍ଷେପ ସହାୟକ ହେବ। ଏହାପୂର୍ବରୁ ଋଣ ନେଇଥିବା ବ୍ୟକ୍ତିଙ୍କ କ୍ରେଡିଟ୍ ରେକର୍ଡ ୧୫ଦିନ ପରିବର୍ତ୍ତେ ମାସରେ ଥରେ ରିଜର୍ଭ ବ୍ୟାଙ୍କରେ ଦାଖଲ କରିବାକୁ ପଡୁଥିଲା। ରିଜର୍ଭ ବ୍ୟାଙ୍କର କଡ଼ା ନିୟମ ଯୋଗୁ ଅନେକ ବର୍ଷରେ ଅନେକ ସ୍ଥାନରୁ ବ୍ୟକ୍ତିଗତ ଋଣ ନେବା ଅଭ୍ୟାସକୁ ନିଷିଦ୍ଧ କରାଯିବ। ଅଳ୍ପ ସମୟ ବ୍ୟବଧାନରେ ଆର୍ବିଆଇ ଦ୍ୱାରା କ୍ରେଡିଟ୍ ରେକର୍ଡ ଯାଞ୍ଚ କରିବା ଦ୍ୱାରା ଋଣ ପ୍ରଦାନକାରୀ ସଂସ୍ଥାଗୁଡ଼ିକର ଋଣଦାତାମାନଙ୍କୁ ଋଣ ଦେବାରେ ବିପଦକୁ ଯାଞ୍ଚ କରିବାର କ୍ଷମତା ବୃଦ୍ଧି ପାଇବ।
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ
ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...
Archives


