ଭୁବନେଶ୍ୱର,୪ା୧( ଅନୁରାଧା ମହାରଣା): ବିଭିନ୍ନ ବ୍ୟାଙ୍କରୁ ରଣ ଆଣୁଥିବା ବ୍ୟକ୍ତିଙ୍କ କ୍ରେଡିଟ୍ ରେକର୍ଡ ଏଣିକି ପ୍ରତି ୧୫ଦିନରେ ଋଣ ପ୍ରଦାନକାରୀ ତଥ୍ୟ ଦେବେ। କ୍ରେଡିଟ୍ ରିସ୍କ ଆକଳନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରିଜର୍ଭ ବ୍ୟାଙ୍କ ଏହି ନୂତନ ପଦକ୍ଷେପ ନେଇଛି। ଏହାଦ୍ୱାରା ରଣ ପ୍ରଦାନ ପୂର୍ବରୁ ରଣ ପ୍ରଦାନକାରୀଙ୍କୁ କଡ଼ା ଯାଞ୍ଚ କରିବାକୁ ପଡ଼ିବ। ଅନେକ ବ୍ୟକ୍ତି ଗୋଟିଏ ସ୍ଥାନରୁ ଋଣ ଆଣି ଏହାର ପରିଶୋଧ ନ କରି ଅନ୍ୟ ସ୍ଥାନରୁ ଋଣ ଉଠାଇବା ଉପରେ ରୋକ୍ ଲଗାଇବାରେ ଏହି ପଦକ୍ଷେପ ସହାୟକ ହେବ। ଏହାପୂର୍ବରୁ ଋଣ ନେଇଥିବା ବ୍ୟକ୍ତିଙ୍କ କ୍ରେଡିଟ୍ ରେକର୍ଡ ୧୫ଦିନ ପରିବର୍ତ୍ତେ ମାସରେ ଥରେ ରିଜର୍ଭ ବ୍ୟାଙ୍କରେ ଦାଖଲ କରିବାକୁ ପଡୁଥିଲା। ରିଜର୍ଭ ବ୍ୟାଙ୍କର କଡ଼ା ନିୟମ ଯୋଗୁ ଅନେକ ବର୍ଷରେ ଅନେକ ସ୍ଥାନରୁ ବ୍ୟକ୍ତିଗତ ଋଣ ନେବା ଅଭ୍ୟାସକୁ ନିଷିଦ୍ଧ କରାଯିବ। ଅଳ୍ପ ସମୟ ବ୍ୟବଧାନରେ ଆର୍ବିଆଇ ଦ୍ୱାରା କ୍ରେଡିଟ୍ ରେକର୍ଡ ଯାଞ୍ଚ କରିବା ଦ୍ୱାରା ଋଣ ପ୍ରଦାନକାରୀ ସଂସ୍ଥାଗୁଡ଼ିକର ଋଣଦାତାମାନଙ୍କୁ ଋଣ ଦେବାରେ ବିପଦକୁ ଯାଞ୍ଚ କରିବାର କ୍ଷମତା ବୃଦ୍ଧି ପାଇବ।
ଏଗ୍ରିଷ୍ଟାକ୍ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…
ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…
ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…
ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…
ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…
ଗ୍ରହଙ୍କ ଖାସ୍ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…
୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…
ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ
ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…
୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ
ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…
ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…
ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…
ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ
ନୂଆଦିଲ୍ଲୀ,୧୩ା୮: ଏନ୍ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…
Archives

