ମୁଖ୍ୟମନ୍ତ୍ରୀ ଅଭିଭାଷଣକୁ କଟାକ୍ଷକଲେ ଲେନିନ ମହାନ୍ତି, କହିଲେ ଶସ୍ତା ବକ୍ତବ୍ୟରୁ…

ଭୁବନେଶ୍ୱର,୧୫।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣକୁ ନେଇ କଟାକ୍ଷ କରିଛନ୍ତି ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି। ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଦଳୀୟ ଆଭିମୁଖ୍ୟରୁ ଊଦ୍ଧର୍‌ବରେ ରହିବା ଆବଶ୍ୟକ। ଗୋଟେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ସରକାର ଏବେ ବାଲ୍ୟାବସ୍ଥାରେ ଅଛି। ଅନ୍ୟପଟେ ୭୦ ବର୍ଷ ପୂର୍ବର ସରକାରଙ୍କ ଦୋଷତ୍ରୁଟି କଥା କହୁଛନ୍ତି। ସେହିଭଳି ବଡ ଠାକୁର ଓଡ଼ିଆ ଅସ୍ମିତାର ପ୍ରତୀକ ହୋଇଥିବା ବେଳେ ପହଣ୍ଡି ବେଳେ ତାଙ୍କୁ ଚାରଳମାଳରେ ତଳେ ପକେଇଦେବା, ମଦକୁ ନେଇ ଦୁଇ ମନ୍ତ୍ରୀଙ୍କ ଭିନ୍ନ ଭିନ୍ନ ଉକ୍ତି ଏପରିକି ଓଡିଆ ଭାଷାକୁ ବିକୃତ କରିବା କଣ ଓଡିଆ ଅସ୍ମିତାର ପରିଚୟ ବୋଲି ଲେନିନ ି ପ୍ରଶ୍ନ କରିଛନ୍ତି।

ଗତ ୨୪ ବର୍ଷରେ ଯାହା ନବୀନ ପଟ୍ଟନାୟକ କରିଛନ୍ତି, ଭାଜପା ସରକାର କେବଳ ନାଁ ଓ ରଙ୍ଗ ବଦଳାଉଛନ୍ତି। ଯାହା ପ୍ରମାଣ କରୁଛି ଯେ, ଲୋକଙ୍କ ସହ ଯଥାର୍ଥରେ ନବୀନ ପଟ୍ଟନାୟକ ଅଛନ୍ତି। ନବୀନ ତାଙ୍କ ଶାସନ କାଳରେ ଯାହା କରିଛନ୍ତି ତାହା ପ୍ରକୃତ ଲୋକାଭିମୁଖୀ ସରକାରର ପରିଚୟ। ଆଶା କରୁଛୁ ମୋହନ ମାଝି ଯାହା ପ୍ରତିଶ୍ରୁତି ଦେଇଥିଲେ, ତାହା ପୂରଣ କରିବେ। ଶସ୍ତା ବକ୍ତବ୍ୟରୁ ନିବୃତ୍ତ ରହନ୍ତୁ ବୋଲି ଲେନିନ୍‌ ମହାନ୍ତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri