Posted inଫୁରସତ

ମାଙ୍କଡ ଉପରେ ଆକ୍ରମଣ କଲା ଚିତାବାଘ: ଆଉ ତା’ପରେ ଘଟିଲା…ଦେଖନ୍ତୁ ପୂରା ଭିଡିଓ

ଜଙ୍ଗଲରେ ପ୍ରାୟତଃ ଦେଖାଯାଏ ଯେ ଦୁର୍ବଳ ପ୍ରାଣୀମାନେ ସେମାନଙ୍କ ଅପେକ୍ଷା ଶକ୍ତିଶାଳୀ ପ୍ରାଣୀମାନଙ୍କର ଶିକାର ହୁଅନ୍ତି। ନିକଟରେ ଏକ ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଜଙ୍ଗଲରେ ଏକ ଚିତା ବାଘ ମାଙ୍କଡ଼ ଉପରେ ଆକ୍ରମଣ କରେ। ଆଉ ତା’ପରେ ଯାହା ଘଟେ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ।
ଭିଡିଓରେ ଏକ ଚିତା ବାଘ ମାଙ୍କଡ଼ ପଲରେ ପ୍ରବେଶ କରି ଏକ ମାଙ୍କଡ ଉପରେ ଆକ୍ରମଣ କରେ, କିନ୍ତୁ ମାଙ୍କଡମାନେ ଯେ ଏକାଠି ହେଲେ କେତେ ବିପଜ୍ଜନକ ହୁଅନ୍ତି ତା’ ହୁଏତ ତାକୁ ଜଣା ନ ଥାଏ। ବାଘଟି ମାଙ୍କଡକୁ ଆକ୍ରମଣ କରିବାରେ ମାତ୍ରେ ସବୁ ମାଙ୍କଡ ତାଙ୍କୁ କାମୁଡିବାକୁ ଲାଗନ୍ତି। ଚିନ୍ତାଟି ନିଜ ବଞ୍ଚାଇବାକୁ ଯେତେ ଚେଷ୍ଟା କଲେ ମଧ୍ୟ ମାଙ୍କଡ ପଲ ତାକୁ ଛାଡନ୍ତି ନାହିଁ। ଏହି ଭିଡିଓଟି ଆଫ୍ରିକାର ସାଭାନାର ବୋଲି ଜଣାପଡିଛି।
ଏହି ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଝାଡଖଣ୍ଡର ପିସିଏସ୍‌ ଅଧିକାରୀ ସଞ୍ଜୟ କୁମାର (@dc_sanjay_jas) ଶେୟାର କରିଛନ୍ତି। ଭିଡିଓ ଶେୟାର କରି କ୍ୟାପସନରେ ଲେଖାଯାଇଛି, ଏକୁଟିଆ ଆମେ ବହୁତ କିଛି କରିପାରିବୁ ନାହିଁ, କିନ୍ତୁ ଏକାଠି ଆମେ ବହୁତ କିଛି କରିପାରିବା। ବର୍ତ୍ତମାନ ସୁଦ୍ଧା ମାତ୍ର ୧୫ ସେକେଣ୍ଡର ଏହି ଭିଡିଓକୁ ୫ ହଜାରରୁ ଅଧିକ ଲୋକ ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri