Posted inଜାତୀୟ

କଲେଜରେ ପଶି ଶିକାର କଲା ଚିତାବାଘ

କୋଏମ୍ବାଟର,୨୯।୧୨: କୋଏମ୍ବାଟରର ଏକ କଲେଜରେ କ୍ଲାସ ସମୟରେ କ୍ୟାମ୍ପସ ଭିତରକୁ ପଶି ଆସିଥିଲା ଏକ ଚିତାବାଘ। କ୍ୟାମ୍ପସରେ ଏକ ବୁଲା କୁକୁରକୁ ଶିକାର କରିବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଭାଗ୍ୟବଶତଃ କଲେଜ ଛୁଟି ଥିବାରୁ ଆଖପାଖରେ କେହି ନ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

କଲେଜ ଓ୍ବାଚମ୍ୟାନ ଘଟଣା ସମ୍ପର୍କରେ ଜଙ୍ଗଲ ବିଭାଗକୁ ଜଣାଇଥିଲେ। ତଦନ୍ତ ପରେ ଜଙ୍ଗଲ ଅଧିକାରୀଙ୍କୁ ଚିତାବାଘର ପାଦ ଚିହ୍ନ (ପଗମାର୍କ) ମିଳିଥିଲା। ସ୍ଥାନୀୟ ଲୋକଙ୍କ ଅନୁଯାୟୀ, ଏହି ବନ୍ୟ ଜନ୍ତୁ କିଛି ଦିନ ହେଲା ଅଞ୍ଚଳରେ ବୁଲୁଛି। ଅଞ୍ଚଳ ପାଖରେ ମଦୁକରାଇ ଜଙ୍ଗଲ ରହିଛି। ଏ ସମ୍ପର୍କରେ ଜଙ୍ଗଲ ବିଭାଗ ଜଣାଇଥିଲେ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୮ ବର୍ଷ ପରେ କୋସି ନଦୀ ଉପରେ ଟ୍ରେନ୍‌ ଚଳାଚଳ ଆରମ୍ଭ …

ପାଟନା, ୭।୫ : ବିହାରର ଉତ୍ତର-ପୂର୍ବ ଭାଗକୁ ମିଥିଲାଞ୍ଚଳରେ କୋସି ନଦୀ ସବୁଠାରୁ ବିନାଶକାରୀ ନଦୀ ଭାବରେ ଜଣାଶୁଣା । କୋସିକୁ ବିହାରର ଦୁଃଖ ବୋଲି...

ଧାରା ୩୭୦ ପୁଣି ଲାଗୁ ନ ହେବା ପର୍ଯ୍ୟନ୍ତ, ଲଢିବି ନାହିଁ ବିଧାନସଭା ନିର୍ବାଚନ: ମେହବୁବା ମୁଫତି

ଶ୍ରୀନଗର,୨୨।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ମୁଖ୍ୟ ମେହବୁବା ମୁଫତି ଏକ ବଡ଼ ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ...

୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ...

ଡ୍ରଗ୍ସ ମାମଲା: କମେଡିଆନ ଭାରତି ସିଂଙ୍କ ଫ୍ଲାଟରୁ ମିଳିଲା ଗଞ୍ଜେଇ!

ମୁମ୍ବାଇ,୨୧ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଯାଞ୍ଚ ଜାରି ରଖିଛି । ଏଥିରେ ଜଣକ ପରେ ଜଣେ ବଲିଉଡ୍ ସେଲିବ୍ରିଟିଙ୍କ ନାଁ...

ଦୀର୍ଘ ବର୍ଷ ପରେ ଆର୍‌ଜେଡି ସ୍ଥାପନା ଦିବସରେ କର୍ମୀଙ୍କୁ ଉଦ୍‌ବୋଧନ ଦେଲେ ଲାଲୁ

ନୂଆଦିଲ୍ଲୀ,୫ ।୭: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୋମବାର ତା’ର ୨୫ ତମ ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ଦୀର୍ଘ ସମୟ ପରେ...

ବ୍ୟାପିଗଲା ମୃତ୍ୟୁର ଭୂତାଣୁ

ନୂଆଦିଲ୍ଲୀ,୨ା୪(ପି.ଟି.): ମହାମାରୀ କରୋନା ଭୂତାଣୁ ଭାରତ ସମେତ ସାରା ବିଶ୍ୱରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସବୁ ରାଷ୍ଟ୍ର ନିଜ ନିଜ...

ଜୟ ଯବାନ-ଜୟ କିଷାନ-ଜୟ ବିଜ୍ଞାନରେ ମୋଦି ଯୋଡ଼ିଲେ ଜୟ ଅନୁସନ୍ଧାନ…

ନୂଆଦିଲ୍ଲୀ, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଲାଲ୍‌ କିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦେଶରେ ଜାରି ରହିଥିବା...

ପ୍ଲାଷ୍ଟିକ୍‌ ବଦଳରେ ମିଳିବ ଖାଦ୍ୟ

ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍‌ ଯୋଗୁ ବାୟୁ...

Advertisement
Archives

Model This Week