Posted inଖେଳ

ଉଦ୍‌ଘାଟନୀ ଉତ୍ସବରେ ହଜାରେରୁ କମ୍‌ ଭିଆଇପି

ଟୋକିଓ,୧୬।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବରେ ଏଥର ୧୦୦୦ରୁ କମ୍‌ ସଂଖ୍ୟକ ଭିଆଇପି ଓ ବିଦେଶୀ ମାନ୍ୟଗଣ୍ୟ ଅତିଥି ଯୋଗଦେବେ। ଏ ନେଇ ଏକ ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ପ୍ରକାଶ କରିଛି। ଜୁଲାଇ ୨୩ ତାରିଖରେ ନ୍ୟାଶନାଲ ଷ୍ଟାଡିୟମରେ ଆୟୋଜନ ହେବାକୁ ଥିବା ଉଦ୍‌ଘାଟନୀ ଉତ୍ସବରେ ଅତିଥିଙ୍କ ସଂଖ୍ୟା କମ୍‌ କରିବାକୁ ଆୟୋଜକମାନେ ପ୍ରୟାସ କରିଛନ୍ତି।
କୋଭିଡ୍‌-୧୯ କାରଣରୁ ଟୋକିଓ ଓ ଆଖପାଖ ପ୍ରାନ୍ତରେ ଷ୍ଟେଟ ଇମର୍ଜେନ୍ସି ବଳବତ୍ତର ରହିଛି। ଜାପାନ ସମ୍ରାଟ ନରୁହିଟୋ ଏଥିରେ ଯୋଗ ଦେଇ ଅଲିମ୍ପିକ୍ସ ଆରମ୍ଭ ହେବା ନେଇ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ବିଦେଶୀ ଅତିଥିଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ଜିଲ ଏହି ଉତ୍ସବରେ ଯୋଗ ଦେବାର ସମ୍ଭାବନା ରହିଛି। ନ୍ୟାଶନାଲ ଷ୍ଟାଡିୟମରେ ୬୮,୦୦୦ ଲୋକ ବସିବାର ସୁବିଧା ରହିଛି। ତେବେ କରୋନ କାରଣରୁ ସୀମିତ ସଂଖ୍ୟକ ବ୍ୟକ୍ତି ଉପସ୍ଥିତ ରହିବେ। ଅଲିମ୍ପିକ୍ସ ବିନା ଦର୍ଶକରେ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri