Posted inVideo

Lesser known facts about Lata Mangeshkar । ସୁରସାମ୍ରାଜ୍ଞୀ ଲତା

Featured Video Play Icon

Born September 28, 1929, Lata Mangeshkar started her long career in the early 40’s. She has lent her voice to more than 1000 movies in 36 languages until now. While her admirers know quite a lot about her, there still are many that are lesser known. On the occasion of her birthday, we bring you some of the interesting yet lesser-known facts about the legendary singer.

ଲତା ମଙ୍ଗେସକର ଯାହାଙ୍କ ପ୍ରତିଟି ଗୀତରେ ଥାଏ ସ୍ବରର ମଧୁରତା ଓ ଭାବର ନିବିଡତା । ଦଶନ୍ଧି ଦଶନ୍ଧି ଧରି ଲତା ମଙ୍ଗେସକର ୩୬ ରୁ ଅଧିକ ଭାଷାରେ ୧୦୦୦ ରୁ ଅଧିକ ଫିଲ୍ମ କିମ୍ବା ଅନ୍ୟାନ୍ୟ ଗୀତରେ ନିଜ ସ୍ବରର ଯାଦୁରେ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି । ଲତା ମଙ୍ଗେସକରଙ୍କ ଜନ୍ମ ୧୯୨୯ ସେପ୍ଟେମ୍ବର ୨୮ରେ ମଧ୍ୟପ୍ରଦେଶର ଇନ୍ଦୋରସ୍ଥିତ ଏକ ମରାଠୀ ପରିବାରରେ ହୋଇଥିଲା । ତାଙ୍କ ଜନ୍ମଦିନ ଅବସରରେ ଚାଲନ୍ତୁ ଜାଣିବା ତାଙ୍କ ବିଷୟରେ କିଛି ଅଜଣା କଥା


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri