Posted inଜାତୀୟ

ନୂଆ କୃଷି ଆଇନକୁ କାର୍ଯ୍ୟକାରୀ କରାଯାଉ, ଯଦି ଲାଭ ନ ଦେଲା ଆମେ ସଂଶୋଧନ କରିବାକୁ ପ୍ରସ୍ତୁତ : ରାଜନାଥ

ନୂଆଦିଲ୍ଲୀ,୨୫ା୧୨- ଏଠାରେ ଆୟୋଜିତ ଏକ ରାଲିକୁ ସମ୍ବୋଧନ ଦେଇ ସିନିୟର ଭାଜପା ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆନ୍ଦୋଳନରତ କୃଷକଙ୍କୁ ଏକ ଅନୁରୋଧ କରିଛନ୍ତି। ନୂଆ କୃଷି ଆଇନକୁ ଗୋଟେ ବର୍ଷ ପାଇଁ କାର୍ଯ୍ୟକାରୀ କରାଯାଉ। ଚାଷୀଙ୍କୁ ଏହି ଆଇନ ଯୋଗୁ ଯଦି ଫାଇଦା ନ ହେଲା ଆମେ ଆଇନରେ ଆବଶ୍ୟକୀୟ ସଂଶୋଧନ କରିବୁ ବୋଲି ରାଜନାଥ କହିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷକୀ ଅବସରରେ ଭାଜପା ପକ୍ଷରୁ ଆୟୋଜିତ ରାଲିରେ ଯୋଗଦେଇ ରାଜନାଥ ନିଜକୁ ଜଣେ କୃଷକ ବୋଲି ଅବିହିତ କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ମୋଦି ସରକାର ଚାଷୀଙ୍କ ସ୍ବାର୍ଥହାନୀ ହେଲା ଭଳି କିଛି କାର୍ଯ୍ୟ କରିବ ନାହିଁ। ଦିଲ୍ଲୀ-ହରିୟାଣା ସୀମାରେ ଧାରଣାରେ ବସିଥିବା ପ୍ରତ୍ୟେକ କୃଷକ ଓ ଚାଷୀ ପରିବାରରେ ହିଁ ଜନ୍ମ ହୋଇଛନ୍ତି। ସେମାନଙ୍କ ପ୍ରତି ଆମର ସମ୍ମାନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ବିନୋଦ ଦୁଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୧୨: ପଦ୍ମଶ୍ରୀ ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ୧୯୫୪ ମାର୍ଚ୍ଚ ୧୧ରେ ସେ ଜନ୍ମଗ୍ରହଣ...

ଅଜୟ ଭାଲା ହେବେ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୫ା୭(ପି.ଟି.): କେନ୍ଦ୍ରରେ ଶକ୍ତି ସଚିବ ଥିବା ଅଜୟ ଭାଲାଙ୍କୁ ସରକାର ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି (ଓଏସ୍‌ଡି) ନିଯୁକ୍ତ କରିଛନ୍ତି। ସେ...

‘ବେଳେବେଳେ ମନକୁ ଆସୁଛି ରାଜନୀତି ଛାଡିଦେବି’

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ନିଜ ସଚ୍ଚୋଟତା ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ବିଷୟ ଯାହା ବି ହେଉ, ସେ ଖୋଲାଖୋଲି ଭାବରେ...

୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ...

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ, ୩୦-୮(ପି.ଟି.): ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତିଙ୍କ ସୁପ୍ରିମକୋର୍ଟକୁ ପଦୋନ୍ନତି ନେଇ କେନ୍ଦ୍ର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ସୁପ୍ରିମକୋର୍ଟର କଲେଜିୟମ ଏହାକୁ ଗୁରୁବାର ସ୍ବୀକୃତି...

ଅଭିନେତାଙ୍କ ଭବିଷ୍ୟବାଣୀ: ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ନିର୍ବାଚନ ଜିତିପାରିବନି ଭାଜପା

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ଏମସିଡି ନିର୍ବାଚନରେ ଆମ ଆଦମୀ ପାର୍ଟି ବହୁ ସଂଖ୍ୟାରେ ବିଜୟ ହାସଲ କରିଛି। ଏହି ବିଶେଷ ଅବସରରେ ସମସ୍ତେ ଅରବିନ୍ଦ କେଜ୍‌ରିୱାଲ ଏବଂ...

ନାମାଙ୍କନ ପତ୍ର ଦାଖଲ କଲେ ଟିବ୍ରେୱାଲ

କୋଲକାତା,୧୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ପ୍ରିୟଙ୍କା ଟିବ୍ରେୱାଲ ସୋମବାର ଭବନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଦୈନିକ ସଂକ୍ରମଣ ୮ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୮ ହଜାର ତଳେ ରହିଛି। ଗୋଟିଏ ଦିନ ପୂର୍ବରୁ ଏହା ୯ ହଜାର ତଳେ ଥିଲା। ଗତ ୨୪...

Advertisement
Archives

Model This Week