Posted inଜାତୀୟ

ବାମପନ୍ଥୀ ଇତିହାସ ବନ୍ଦ କରାଯାଉ: ହେମନ୍ତ ବିଶ୍ୱ ଶର୍ମା

ଦିସପୁର,୭।୫: ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଟିପୁ ସୁଲତାନ ନିର୍ବାଚନୀ ପ୍ରଚାରରେ ବାମପନ୍ଥୀ ଐତିହାସିକଙ୍କୁ ଟାର୍ଗେଟ କରଛନ୍ତି। ଟିପୁ ସୁଲତାନଙ୍କ ମହିମା ପ୍ରଚାର ଭୁଲ କହି ଶର୍ମା କହିଛନ୍ତି ଯେ, ବାମପନ୍ଥୀ ଇତିହାସକୁ ବନ୍ଦ କରାଯାଉ। ନୂଆ ଭାରତକୁ ଏକ ଏପରି ଇତିହାସର ଆବଶ୍ୟକ ରହିଛି ଯାହା ଆମ ବୀରଙ୍କ ବଳିଦାନକୁ ଚିହ୍ନେଇ ପାରିବ।
ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ, ଟିପୁ ସୁଲତାନଙ୍କୁ ଯଦି ସ୍ବାଧୀନତା ସଂଗ୍ରାମୀ ହେବାର ଦାବି କରାଯାଏ, ତେବେ ସେ କେବଳ ତାଙ୍କ ରାଜ୍ୟକୁ ବଞ୍ଚାଇବା ପାଇଁ ବ୍ରିଟିଶମାନଙ୍କ ବିରୋଧରେ ଯୁଦ୍ଧ ଲଢିଥିଲେ। ତେବେ ସେହି ୮୦,୦୦୦ ବୀରଙ୍କ କଥା କଣ ହେବ ଯିଏ ଆମର ମାତୃଭୂମି,ସଂସ୍କୃତି ଏବଂ ଧର୍ମ ପାଇଁ ଜୀବନ ଉତ୍ସର୍ଗ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri