ଶୁଟିଂ ସେଟ୍‌ରେ ମୋର ମୃତ୍ୟୁ ହେଉ: ଶାହାରୁଖ ଖାନ୍‌

ମୁମ୍ବାଇ: ଶାହରୁଖ ଖାନଙ୍କୁ ବଲିଉଡର କିଙ୍ଗ ଖାନ ବୋଲି କୁହାଯାଏ। ବଲିଉଡ ଅଭିନେତା ଶାହାରୁଖ ଖାନ ଜଣେ ଏଭଳି ବ୍ୟକ୍ତିତ୍ବ ଯିଏ ସାରା ବିଶ୍ୱରେ ଖ୍ୟାତି ଅର୍ଜନ କରିଛନ୍ତି। ତାଙ୍କ ଅଭିନୟ ବଳରେ ସେ ଆଜି ସାରା ବିଶ୍ବରେ ପରିଚିତ ହୋଇପାରିଛନ୍ତି। ବଲିଉଡର କିଙ୍ଗ ବୋଲାଉଥିବା ଶାହରୁଖଙ୍କୁ ଏବେ ତାଙ୍କ କାମ ପାଇଁ ଜୀବନବ୍ୟାପୀ ସାଧନା ପୁରସ୍କାର ମିଳିଛି। ଲୋକାର୍ଣ୍ଣୋ ଫିଲ୍ମ ଫେଷ୍ଟିଭାଲରେ ତାଙ୍କୁ ଏହି ପୁରସ୍କାର ମିଳିଛି।

ଏତେ ବଡ଼ ସମ୍ମାନ ମିଳିବା ପରେ ଶାହରୁଖଙ୍କୁ ପଚରାଯାଇଥିଲା ଯେ, ସେ ସବୁଦିନ ପାଇଁ ଅଭିନୟ କରିବାକୁ ଚାହାନ୍ତି କି? ଉତ୍ତରରେ ଶାହରୁଖ କହିଥିଲେ, ‘ମୁଁ ସବୁଦିନ ପାଇଁ ଅଭିନୟ କରିପାରିବି କି? ହଁ, ମୃତ୍ୟୁ ପର୍ଯ୍ୟନ୍ତ ନିଶ୍ଚିତ। ମୋର ସ୍ବପ୍ନ ହେଲା ସୁଟିଂ ସେଟରେ କିଏ ଜଣେ ଆକ୍ସନ କହିବ ଏବଂ ମୁଁ ମିରିଯିବି। କଟ୍‌ କହିବା ପରେ ବି ଆଉ ଉଠିବିନି।’ ତେବେ ତାଙ୍କର ଏହି ପ୍ରତିକ୍ରିୟା ଏବେ ଭାଇରାଲ ହେବାରେ ଲାଗିଛି।

ଶାହରୁଖଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’ରେ ନଜର ଆସବାକୁ ଯାଉଛନ୍ତି। ଏଥିରେ ତାଙ୍କ ଝିଅ ତାଙ୍କ ସହ ପ୍ରଥମ କରି କାମ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ…

Grammy Awardରେ ସମ୍ମାନିତ ହେଲେ ଦଲାଇ ଲାମା, ଜାଣନ୍ତୁ କେଉଁ କାରଣ ପାଇଁ ବୌଦ୍ଧ ଧର୍ମଗୁରୁଙ୍କୁ ମିଳିଛି ପ୍ରତିଷ୍ଠିତ ସମ୍ମାନ

ନୂଆଦିଲ୍ଲୀ,୨।୨: ବୌଦ୍ଧ ଧାର୍ମ ସବୁଠାରୁ ବଡ଼ ଧର୍ମଗୁରୁ ଦଲାଇ ଲାମା ଗ୍ରାମୀ ପୁରସ୍କାର ଜିତିଛନ୍ତି। ୧୪ତମ ଦଲାଇ ଲାମା ୬୮ତମ ଗ୍ରାମୀ ପୁରସ୍କାରରେ ଏକ ପୁରସ୍କାର ଜିତିଛନ୍ତି।…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri