ଲୋକଙ୍କ ଜୀବନ ଯାଉ ପଛେ, ସରକାରଙ୍କ ଜିଏସ୍‌ଟି ରହୁ: ରାହୁଲ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଭାକ୍ସିନ୍‌ ଦାମ୍‌ ନେଇ କିଛି ଦିନ ତଳେ ବେଶ୍‌ ସରଗରମ ଚର୍ଚ୍ଚା ହୋଇଥିଲା। ଏବେ ଭାକ୍ସିନ୍‌ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ନେଇ ବିରୋଧୀ ଦଳ ପ୍ରଧାନକନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଭାକ୍ସିନ୍‌ ପାଇଁ ଲୋକଙ୍କ ଜୀବନ ଯାଉ ପଛେ ସରକାରଙ୍କ ଜିଏସ୍‌ଟି ରହୁ। ପ୍ରଧାନମନ୍ତ୍ରୀ ଭାକ୍ସିନ ଉପରେ ଟିକସ ଆଦାୟକୁ ଗୁରୁତ୍ୱ ଦେଉଥିବା ରାହୁଲ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାକ୍ସିନ୍‌ ଉପରେ ୫ ପ୍ରତିଶତ ଜିଏସ୍‌ଟି ଲାଗୁ କରାଯିବାକୁ ସେ ନିନ୍ଦା କରିଛନ୍ତି। ବିଦେଶରୁ ଆମଦାନୀ ହେଉଥିବା ଭାକ୍ସିନ୍‌ ଉପରେ ଜିଏସ୍‌ଟି ହଟାଇ ଦିଆଯାଇଛି। ମାତ୍ର ଦେଶ ଭିତରେ ଭାକ୍ସିନ୍‌ କିଣିବା ଉପରେ ଜିଏସ୍‌ଟି କାହିଁକି ଲାଗୁ ହୋଇଛି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri