ଆସ ସ୍କୁଲ ଯିବା: ଲୋକଙ୍କୁ ସଚେତନ କଲେ ଶିକ୍ଷକ

କର୍ଲାମୁଣ୍ଡା,(ପ୍ରଦୀପ କୁମାର ସାହୁ)୧୪/୮: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ତଥା ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଆସ ସ୍କୁଲ ଯିବା ପଦ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କୁ ନେଇ ତହସିଲ ଛକ ପର୍ଯ୍ୟନ୍ତ ଶୋଭାଯାତ୍ରା ବାହାରିଥିଲା। ଏଥିରେଏଥିରେ ରତନ ଭୋଇ ପଞ୍ଚାୟତ ସମିତିର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ଅବସର ପ୍ରାପ୍ତ ଶିକ୍ଷକ ପବିତ୍ର ମୋହନ ପଶା, ଶୋଭାବତୀ ସିକଚlନ୍ଦ, ଲକ୍ଷ୍ମୀପ୍ରିୟା, ହିମାଂଶୁ ଭୋଇ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ ଓ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରି ଉପସ୍ଥିତ ରହିଥିଲେ। ସେହିପରି ବ୍ଲକର ରାଜପୁର ପଞ୍ଚାୟତ କେନ୍ଦୁମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସଭା ଆୟୋଜନ ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ପେଟ୍ରୋଲ, ଡିଜେଲ ଅଭାବ: ଲୋକଙ୍କ ଲମ୍ବା ଧାଡ଼ି

ନବରଙ୍ଗପୁର,୬।୫(ସଦାଶିବ ପ୍ରହରାଜ): ପେଟ୍ରୋଲ ଓ ଡିଜେଲ ଆଧୁନିକ ଜୀବନର ମୂଳ ଶକ୍ତିସ୍ରୋତ। ଏହାର ଅଭାବ କେବଳ ଯାତାୟାତକୁ ନୁହେଁ, ଚାଷୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କ ଦୈନିକ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri