ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ,୨୩ା୬: ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ପୁରୀ ପୌରସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଶାସନ ପରାମର୍ଶ ଦେଇଛନ୍ତି। ରଥଯାତ୍ରା ସହ ପବିତ୍ର ଶରଧାବାଲିର ଅନେକ ଗୁରୁତ୍ୱ ରହିଛି। ଶରଧାବାଲିକୁ ଅନ୍ୟ କାର୍ଯ୍ୟ ପାଇଁ ବ୍ୟବହାର କରା ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି ପ୍ରଶାସନ। ସୁରକ୍ଷା ତଥା ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ସୂଚନାଯୋଗ୍ୟ, ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ବହୁ ମନ୍ତ୍ରୀ ଉପସ୍ଥିତ ଥିବାବେଳେ ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅଗ୍ନିଶମ ଡିଜି, ପୁରୀ ଜିଲାର ସମସ୍ତ ବିଧାୟକ ଓ ଦୁଇ ଏମ୍‌ପି ଉପସ୍ଥିତ ଥିଲେ। ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ଗମନାଗମନ, ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri