ବିଭିନ୍ନ ସମସ୍ୟାର ସମାଧାନ ନେଇ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତର ବିଭିନ୍ନ ସମସ୍ୟା ସମାଧାନ ନେଇ ସମିତିସଭ୍ୟ ସିଦ୍ଧାନ୍ତ ଶଙ୍କର ସାହୁଙ୍କ ନେତୃତ୍ୱରେ କେନ୍ଦୁଝର ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ବିଶେଷକରି ପଦ୍ମପୁର ଲକ୍ଷ୍ମୀପଡ଼ିଆଠାରୁ ପୁଟୁଳିଆ ଦେଇ ଜଡ଼ିଚାତର ଗ୍ରାମକୁ ରାସ୍ତା ନିର୍ମାଣ, ପଦ୍ମପୁର ହନୁମାନମନ୍ଦିରଠାରୁ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ କଂକ୍ରିଟ ରାସ୍ତା ନିର୍ମାଣ କରିବାକୁ ଅର୍ଥ ଅନୁମୋଦନ କରିବାକୁ ଦାବି ହୋଇଛି। ଜଡ଼ିଚାତର ଗ୍ରାମରେ ନିର୍ମାଣାଧୀନ କଲ୍ୟାଣମଣ୍ତପ କାର୍ଯ୍ୟ ଶେଷ କରିବାକୁ ଲିଖିତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। କଲ୍ୟାଣମଣ୍ତପ ସରି ନ ଥିବାରୁ ଉକ୍ତ ସ୍ଥାନରେ ମଦ୍ୟପମାନଙ୍କର ଆଡ୍ଡା ଜମୁଥିବା ବେଳେ ଅସାମାଜିକ କାର୍ଯ୍ୟ ଚାଲୁଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ପଦ୍ମପୁର ପଞ୍ଚାୟତ ସରପଞ୍ଚ ଚପଳା ସାମଲ, ପୂର୍ବତନ ନଗରପାଳ ମୀନା ମାଝି,ରାଜେନ୍ଦ୍ର ସାହୁ,ସତ୍ୟବ୍ରତ ସାହୁ, ଆୟୁଷମାନ ପୃଷ୍ଟି, ସୁବ୍ରତ ସାହୁ, ସୌମ୍ୟରଞ୍ଜନ ସାହୁ, ଗୌତମ ସାହୁ,ଗୌତମ ସେଠୀ,ଜ୍ୟୋତି ପ୍ରକାଶ ପୃଷ୍ଟି, ତୁଷାର ସାହୁ, ପବିତ୍ର ମିଶ୍ର,ସାଗର ସାହୁ,ଦୟାନିଧି ସାହୁ, ପ୍ରତୀକ ସୁନ୍ଦର ସାହୁ ପ୍ରମୁଖ ଏହି ଦାବିପତ୍ର ଦେଇଥିଲେ। କେନ୍ଦୁଝର ଜିଲା ପ୍ରଶାସନ ଏହି ସମସ୍ୟା ଦିଗରେ କାର୍ଯ୍ୟକାରୀ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri