Posted inଜାତୀୟ

ସାନିଟାରି ନାପ୍‌କିନ୍‌ ପାଇଁ ମୁଖ୍ୟ ବିଚାରପତିଙ୍କୁ ଚିଠି

ନୂଆଦିଲ୍ଳୀ,୩୧ା୮: ଦିଲ୍ଳୀ ହାଇକୋର୍ଟ ପରିସରରେ ସାନିଟାରି ନାପ୍‌କିନ୍‌ ସୁବିଧା ଉପଲବ୍ଧ କରିବା ପାଇଁ କୋର୍ଟରେ ଇନ୍‌ଟର୍ନ କରୁଥିବା ଜଣେ ମହିଳା ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି। ମହିଳା ଜଣକ ଅଗଷ୍ଟ ୧ରୁ ହାଇକୋର୍ଟର ଜଣେ ଆଇନଜୀବୀଙ୍କ ଅଧୀନରେ ପ୍ରାକ୍ଟିସ୍‌ କରୁଥିବାବେଳେ ତାଙ୍କୁ ସାନିଟାରି ନାପ୍‌କିନ୍‌ର ଆବଶ୍ୟକତା ପଡ଼ିଥିଲା। ପ୍ରଥମେ ସେ କୋର୍ଟ ପରିସରରେ ଥିବା ମେଡିସିନ୍‌ ବିଭାଗକୁ ଯାଇଥିଲେ ସେଠାରେ ନାପ୍‌କିନ୍‌ ନ ମଳିବା ପରେ ସେ ପ୍ରଶାସନିକ ବ୍ଲକ୍‌କୁ ଯାଇଥିଲେ। କୌଣସିଠାରେ ତାଙ୍କୁ ନାପ୍‌କିନ୍‌ ନ ମିଳିବା ପରେ କୋର୍ଟ ପରିସରରେ ଏନେଇ ସୁବିଧା ଉପଲବ୍ଧ କରାଇବା ଲାଗି ସେ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri