ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଆସନ୍ତା ୧୧ ତାରିଖରୁ ଖୋଲିବ। ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ଖୋଲିବାକୁ ସୋମବାର ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାସ୍ବତ ମିଶ୍ର ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଓ ବେସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଏଥିସହିତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଜାରି କୋଭିଡ୍‌ ନିର୍ଦ୍ଦେଶାବଳୀକୁ ପାଳନ କରିବା ପାଇଁ କୁହାଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ, ଆସନ୍ତା ୧୧ ତାରିଖରୁ ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ରବିବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ଏଥିସହିତ ୟୁଜି ଓ ପିଜି ଶେଷବର୍ଷ ପରୀକ୍ଷା ପାଇଁ ମଧ୍ୟ ତାରିଖ ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri