ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍‌.ଏ.):  ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍‌ ଚିଫ୍‌ ମିନିଷ୍ଟର ଅଫ୍‌ ଓଡ଼ିଶା, ଶ୍ରୀ ନବୀନ ପଟ୍ଟନାୟକ। ‘ସାଇକ୍ଲୋନ୍‌ ପ୍ରୋନ୍‌ ଓଡ଼ିଶା ନିଡ୍‌ସ ଏ ନିୟୁ ଟ୍ରି-ଟ୍ରାନ୍ସପ୍ଲାଣ୍ଟର ମେଶିନ୍‌ ବିକଜ୍‌ ଉଇ ଓ୍ବାଣ୍ଟ ଟୁ କ୍ରିଏଟ ଏ ଓ୍ବାର୍ଲଡ ହୋୟାର ଦି ଏନ୍‌ଭାଇରମେଣ୍ଟ ଡଜ୍‌ନଟ ନିଡ୍‌ ପ୍ରୋଟେକ୍‌ସନ। ସେଭ୍‌ ଟ୍ରିଜ୍‌ ଫର୍‌ ଏ ବେଟର ଫିଉଚର’। ଏଥି ସହ ଟ୍ରି-ଟ୍ରାନ୍ସପ୍ଲାଣ୍ଟର ଛବି। ଏକ ସୁସ୍ଥ ଭବିଷ୍ୟତ ପାଇଁ ବୃକ୍ଷର ସୁରକ୍ଷା ଜରୁରୀ ବୋଲି ପରିବେଶବିତ୍‌ ସୁଶାନ୍ତ ସାହୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପାଶ୍ଚାତ୍ୟ ଦେଶ ସମେତ ଭାରତର ଅନେକ ରାଜ୍ୟ ଏବେ ଟ୍ରି-ଟ୍ରାନ୍ସପ୍ଲାଣ୍ଟର ମେଶିନ୍‌କୁ ଅଧିକ ଗୁରୁତ୍ୱ ଦେଉଥିବା ଦେଖିବାକୁ ମିଳୁଛି। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ମଧ୍ୟ ୪ ଜୁନ ୨୦୧୯ରେ ଚିଠି ନଂ.ଏନ୍‌ଓ୍ବାଇଏ ୦୧୫/୧୯ରେ ଚିଠି ଲେଖି ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ଏ ଦିଗରେ ଦୃଷ୍ଟି ଦେଇ ହସ୍ତକ୍ଷେପ କରନ୍ତୁ ବୋଲି ପରିବେଶବିତ୍‌ ସାହୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri