ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି । ତେବେ ସେହି ଚିଠିରେ ଦର୍ଶାଯାଇଛି କି, ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ।
ଅନ୍ୟପଟେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପରେ ବେଆଇନ ର୍ନିମାଣ ଓ ଖନନକୁ ନେଇ ଦାଏର ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ପୁରୀ ସିଭିଲ ଜଜ । । ଏଥିସହ କେନ୍ଦ୍ର ସଂସ୍କୃତି ବିଭାଗ,ଏନ୍‌ଏମ୍‌ଏ, ଏଏସ୍‌ଆଇ, ଟାଟା ପ୍ରେଜେକ୍ଟସ୍‌, ଓବିସିିସି,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲାପାଳ ଏବଂ ପୁରୀ ପୌର କର୍ତ୍ତୃପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି। ସମସ୍ତ ପକ୍ଷଙ୍କୁ ଜବାବ ଦେବାକୁ ନିର୍ଦ୍ଦେଶ ରହିଥିବା ବେଳେ ଜୁନ୍‌ ୨୮ରେ ପରବତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ପିରାହ୍ନା ମାଛଚାଷ

କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର...

ଆଶାରେ ରହିଗଲା ଇଞ୍ଜିନିୟର ହେବା

କେନ୍ଦୁଝର,୧୨ା୪: କେନ୍ଦୁଝର ଟାଉନ ଥାନା ଅଧୀନ ଜାମୁନାଳିଆଠାରେ ଥିବା ସରକାରୀ ଇଞ୍ଜିନିୟରିଂ କଲେଜ ପଛପଟ ଥିବା ପୋଖରୀରେ ବୁଡ଼ି ସୋମବାର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି...

ଅନୁଭବୀ ଲୋକ ସଫଳ ନେତୃତ୍ୱ ନେଇପାରିବେ

ସୋନପୁର, ୮।୭(ନି.ପ୍ର) ପଶ୍ଚିମ ଓଡିଶା ବରିଷ୍ଠ ନାଗରିକଙ୍କ ସମାବେଶ ସୁବର୍ଣ୍ଣପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ...

ଆଜିଠୁ ଜୁନାଗଡ଼ ସହରରେ ୨ ଦିନିଆ ଶଟ୍‌ଡାଉନ୍‌ ଲାଗୁ: ୧୨ ଓ୍ବାର୍ଡ୍‌ରେ ୪୩ ଟିମ୍‌ କରିବେ ସ୍କ୍ରିନିଂ

ଜୁନାଗଡ଼,୧୨।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲାର ଜୁନାଗଡ଼ ସହରରେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସୁରକ୍ଷା ଦୃଷ୍ଟିରୁ କଳାହାଣ୍ଡି ଜିଲାପାଳ ଡ଼ା. ଗାଭାଲି...

ସରିନି କମଳାଙ୍କ ଜୀବନ ଯୁଦ୍ଧ: ୨୧ବର୍ଷ ପରେ ଫେରିଲେ ପୁଅ

କାମାକ୍ଷାନଗର, ୨୦।୫(ଡି.ଏନ୍‌.ଏ.)   କୁହାଯାଏ ନାରୀ ସର୍ବସଂହା। ଦୁନିଆର ଯେତେ ଦୁଃଖକୁ ସେ ହସି ହସି ସହିଯାଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କାମାକ୍ଷାନଗର ଏନ୍‌ଏସି ୮ନଂ....

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ...

ଟେଣ୍ଡର ଅବଧି ସରିଛି, ପୁଣି ଆଉଟ ସୋର୍ସିଂ ସଂସ୍ଥାକୁ ଅନୁକମ୍ପା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲାରେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ରାଜ୍ୟ ସରକାର ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ସମସ୍ତ ବ୍ୟବସ୍ଥା କରିଛନ୍ତିି। କେତେକ କ୍ଷେତ୍ରରେ ଆଉଟ ସୋର୍ସିଂ ସଂସ୍ଥାକୁ ନିୟୋଜିତ...

Advertisement
Archives

Model This Week