କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି। ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡ଼ା ଚିକିତ୍ସା ଉପରେ କରାଯିବ ସଚେତନ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri