ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି। ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡ଼ା ଚିକିତ୍ସା ଉପରେ କରାଯିବ ସଚେତନ।