ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ ସେମାନଙ୍କୁ ନିୟମିତ କରିବା ପ୍ରସ୍ତାବ ନେଇ ଚେତାବନୀ ଦେଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ବିନା ଅନୁମତିରେ ନିଯୁକ୍ତି ଦିଆଯିଆଇଥିବା ଚିଠିରେ ଉଲ୍ଲେଖ ରହିଛି। ଏହାଦ୍ବାରା ସରକାର ଓ ବିଶ୍ୱବିଦ୍ୟାଳୟ ଉପରେ ଆର୍ଥିକ ବୋଝ ପଡ଼ୁଛି। ବ୍ୟାକ୍‌ ଡୋର ଏଣ୍ଟ୍ରିକୁ ସରକାର ବରଦାସ୍ତ କରିବେ ନାହିଁ। ନିୟମିତ କରିବା ନେଇ ଆସିଥିବା ପ୍ରସ୍ତାବକୁ ଗ୍ରହଣ ମଧ୍ୟ କରାଯିବ ନାହିଁ। ଏପରି ନିଯୁକ୍ତିର ଆର୍ଥିକ ବୋଝ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଯେଉଁ ଅଧିକାରୀ ବେଆଇନ ନିଯୁକ୍ତି ଦେଇଥିବେ ସେମାନନଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉଚ୍ଚଶିକ୍ଷା ସଚିବ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri