Posted inଜାତୀୟ

ଦିଲ୍ଲୀରେ ଏଲ୍‌ଜି ଶାସନ

ନୂଆଦିଲ୍ଲୀ,୨୯ା୪: କେନ୍ଦ୍ର ସରକାରଙ୍କ ନୂଆ ଆଇନ ଅନୁସାରେ ଏଣିକି ଦିଲ୍ଲୀରେ ଉପରାଜ୍ୟପାଳ (ଏଲ୍‌ଜି) ସର୍ବେସର୍ବା। ଏଲ୍‌ଜି ଅନିଲ ବୈଜାଲଙ୍କ ନିୟନ୍ତ୍ରଣରେ ୮୦ ବିଭାଗ ରହିବ ଏବଂ ସେ ବିଧାନସଭାରେ ଗୃହୀତ କୌଣସି ବିଲ୍‌କୁ ସ୍ଥଗିତ ରଖିପାରିବେ। ଫଳରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ନିର୍ବାଚିତ ସରକାର ଏକପ୍ରକାର ଦନ୍ତହୀନ ହୋଇଯାଇଛନ୍ତି।
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ ୨୭ରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ଗତମାସରେ ପାର୍ଲାମେଣ୍ଟରେ ଗୃହୀତ ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ ସରକାର (ସଂଶୋଧନ) ଆଇନ, ୨୦୨୧ ମଙ୍ଗଳବାର ରାତିରୁ ଲାଗୁ ହୋଇଛି। ନୂଆ ଆଇନ ଅନୁସାରେ ଏବେ ସରକାରର ଅର୍ଥ ହେଉଛି ଏଲ୍‌ଜି। ଦିଲ୍ଲୀ ସରକାରଙ୍କୁ କୌଣସି ନିଷ୍ପତ୍ତି ବା ପଦକ୍ଷେପ ନେବା ପୂର୍ବରୁ ଏଲ୍‌ଜିଙ୍କ ଅନୁମତି ନେବାକୁ ପଡ଼ିବ। ଉପରାଜ୍ୟପାଳ ସରକାରଙ୍କ ବିନା ପରାମର୍ଶରେ ପ୍ରତ୍ୟକ୍ଷ ଭାବେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇପାରିବେ। ନିର୍ବାଚିତ ପ୍ରତିନିଧିମାନେ ତାଙ୍କ ନିର୍ଦ୍ଦେଶନାମା ମାନିବାକୁ ବାଧ୍ୟ। ନୂଆ ଆଇନ ବଳରେ ଦିଲ୍ଲୀ ସରକାରଙ୍କୁ ସବୁ କଥାରେ ଏଲ୍‌ଜିଙ୍କ ଅନୁମତି ନେଇ କାମ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri