ଏଲ୍‌ଜିର ନୂତନ ଉତ୍ପାଦ ‘ଏଲ୍‌ଜି ମୁଡ୍‌ ଅଫ୍‌ ଟିମ୍‌’ ଉନ୍ମୋଚିତ

ଭୁବନେଶ୍ୱର,୨୧।୩: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ କଞ୍ଜୁମର ଡୁରାବେଲ ବ୍ରାଣ୍ଡ୍‌ ‘ଏଲ୍‌ଜି ଇଲେକ୍ଟ୍ରୋନିକ୍ସ’ର ନୂତନ ଉତ୍ପାଦ ଏଲ୍‌ଜି ମୁଡ୍‌ ଅଫ୍‌ ଟିମ୍‌ ରେଫ୍ରିଜରେଟରର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଲାକ୍‌ମୀ ଫ୍ୟାଶନ ଉଇକ୍‌ ଅବସରରେ ବ୍ରାଣ୍ଡ୍‌ର ଉକ୍ତ ଉତ୍ପାଦ ଲୋକପ୍ରିୟ ଫ୍ୟାଶନ ଡିଜାଇନର ଡୁ, ଗୌରୀ ଏବଂ ନୈନିକାଙ୍କ ସହଭାଗିତାରେ ଉନ୍ମୋଚିତ ହୋଇଯାଇଛି। ଏ ସମ୍ପର୍କରେ ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆର ନିର୍ଦ୍ଦେଶକ (ହୋମ୍‌ ଆପ୍ଲାଏନ୍ସ ଆଣ୍ଡ ଏୟାର କଣ୍ଡିଶନର) ହ୍ବାଆଙ୍ଗ ୟଙ୍ଗ୍‌ମିନ୍‌ କହିଛନ୍ତି, ବ୍ରାଣ୍ଡ୍‌ର ନୂତନ ଉତ୍ପାଦକୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହାର ଡିଜାଇନ , କଲର ଓ ଅତ୍ୟାଧୁନିକ ସୁବିଧା ଗ୍ରାହକଙ୍କୁ ବେଶ୍‌ ଆକର୍ଷିତ କରିବ। ସେହିଭଳି ଲାକ୍‌ମି ଫ୍ୟାଶନ ଉଇକ୍‌ରେ ଆମେ ଲୋକପ୍ରିୟ ଫ୍ୟାଶନ ଡିଜାଇନର ଡୁ, ଗୌରୀ ଏବଂ ନୈନିକାଙ୍କ ସହଭାଗିତାରେ ଏହାକୁ ଅନାବରଣ ସହ ବଜାର ପ୍ରବେଶ କରାଇପାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri