ଲିବିୟା ବନ୍ୟା: ୩ ଲକ୍ଷ ଶିଶୁ ଭୋକ ଉପାସରେ…

ତ୍ରିପୋଲି,୧୮।୯ : ଲିବିୟାରେ ପ୍ରଳୟଙ୍କରୀ ବନ୍ୟା ପରେ ପ୍ରାୟ ୩ ଲକ୍ଷ ଶିଶୁ ଗୁରୁତର ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଦିନକୁ ଦୁଇ ବେଳା ଖାଇବାକୁ ମିଳୁନି। ସେମାନେ ଭୋକ ଉପାସରେ ରହିଛନ୍ତି। ବନ୍ୟା ବିପର୍ଯ୍ୟୟରେ ମୃତ୍ୟୁ ସଂଖ୍ୟା ୨୦ ହଜାରରୁ ଅଧିକ ହେବ ବୋଲି ଆକଳନ କରାଯାଇଛି।

ଡର୍ନାରେ ବନ୍ୟା ପରିସ୍ଥିତି ଯୋଗୁ ୧୧ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୪୦ ହଜାର ବାସିନ୍ଦା ବିସ୍ଥାପିତ ହୋଇଛନ୍ତି।

ମିଳିତ ଜାତିସଂଘର ଏକ ରିପୋର୍ଟରେ ଦର୍ଶାଯାଇଛି ଲିବିୟାର ପୂର୍ବ ସହର ଡର୍ନାରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୧,୩୦୦କୁ ବୃଦ୍ଧି ପାଇଛି। ଅନେକ ଆହ୍ବାନ ସତ୍ତ୍ୱେ ସରକାରୀ ଅଧିକାରୀ ଏବଂ ମାନବିକ ସଂଗଠନ ସେମାନଙ୍କ ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

କାଦୁଅ ଏବଂ ଆବର୍ଜନା ସଫା କରିବା ପାଇଁ ଭାରୀ ଯନ୍ତ୍ର ବ୍ୟବହାର କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri