ଲିବିୟାର ବିନାଶକାରୀ ବନ୍ୟା ନେଲାଣି ୬୦୦୦ ଜୀବନ, ୧୦ ହଜାରରୁ ଅଧିକ ନିଖୋଜ!

ତ୍ରିପୋଲି,୧୪।୯: ଲିବୟାରେ ଭୟଙ୍କର ବନ୍ୟା ଲୋକଙ୍କ ପାଇଁ ବିପର୍ଯ୍ୟୟ ପାଲଟିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୬,୦୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ୧୦ହଜାରରୁ ଅଧିକ ଲୋକ ନିଖୋଜ ହେବାର ଆଶଙ୍କା କରାଯାଉଛି।
ତ୍ରିପୋଲିରେ ୟୁନିଟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପରାମର୍ଶଦାତା ସାଦୁଦ୍ଦିନ ଅବଦୁଲ ୱକିଲ କହିଛନ୍ତି ଯେ ସ୍ଥାନୀୟ ଲୋକଙ୍କ ବୁଧବାର ସକାଳେ ମୃତ୍ୟୁସଂଖ୍ୟାରେ ନୂତନ ସଂଖ୍ୟା ପ୍ରକାଶ ପାଇଛି।
ସାଦୁଦ୍ଦିନ ଅବଦୁଲ ୱାକିଲଙ୍କ ଅନୁଯାୟୀ, ଲିବିୟାର ଡାକ୍ତରଖାନାଗୁଡ଼ିକରେ ମୃତଦେହ ଭର୍ତ୍ତି ହୋଇଥିବାବେଳେ ଏହି ବିପର୍ଯ୍ୟୟରୁ ବଞ୍ଚିଥିବା ଲୋକଙ୍କର ଚିକିତ୍ସାର ଆବଶ୍ୟକତା ରହିଛି। ଏଥି ସହିତ, ଇଜିପ୍ଟର ଇମିଗ୍ରେସନ ମନ୍ତ୍ରଣାଳୟ ସୂଚନା ଦେଇଛି ଯେ ଏହାର ସରକାର ଲିବିୟାରେ ନିହତ ହୋଇଥିବା ୮୭ଜଣଙ୍କ ମୃତଦେହକୁ ପୋତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri