ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। ଯେଉଁଥିରେ ଏପର୍ଯ୍ୟନ୍ତ ୨ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଗୁରୁବାର ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛି। ଏତିକି ବେଳେ ଲିବିୟାରେ ଥିବା ଭାରତୀୟଙ୍କୁ ଭାରତ ପକ୍ଷରୁ ଯଥା ସମ୍ଭବ ସୁବିଧା ଯୋଗାଇ ଦିଆଯିବାକୁ କୁହାଯାଇଛି। ଏଥିପାଇଁ ଭାରତ ତରଫରୁ ଏକ ହେଲ୍‌ପ ଲାଇନ୍‌ ନମ୍ବର ମଧ୍ୟ ଜାରି କରାଯାଇଛି। ସୂଚନାଯୋଗ୍ୟ, ଲିବିୟାର ମୁଖ୍ୟ ମୁଅମ୍ମର ଅଲ୍‌ ଗଦ୍ଦାଫିଙ୍କ ମୃତ୍ୟୁ ପରେ ଲିବିୟାରେ ସଂଘର୍ଷ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି।…

ଗୋଟିଏ ଦିନରେ ୨ଟି ପ୍ଲେନ କ୍ରାଶ, ଉଡୁଥିବା ବେଳେ ହଠାତ୍ ଜଙ୍ଗଲରେ ଖସି ପଡ଼ିଲା

ମସ୍କୋ,୧୬।୬: ଆମେରିକା ପରେ ଏବେ ଏକ ରୁଷିଆର Tu-22M3 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । Tu-22M3 ବିମାନଟି…

ଆମେରିକା-ଇରାନ ଶାନ୍ତି ଚୁକ୍ତିରେ ପୁଣି ନୂଆ ପେଞ୍ଚ; ଟ୍ରମ୍ପ ୩୦୦ ବିଲିୟନ ଡଲାର ପ୍ରଦାନ ଦାବିକୁ କହିଲେଣି…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇଛି। ଏହି ଶାନ୍ତି ଚୁକ୍ତିନାମା ଅନୁଯାୟୀ, ଆମେରିକା ଇରାନକୁ ୩୦୦ ବିଲିୟନ ଡଲାର ସହାୟତା…

ହ୍ବାଇଟ ହାଉସରେ ଇତିହାସର ସବୁଠାରୁ ମହଙ୍ଗା UFC ଶୋ; ରାଷ୍ଟ୍ରପତି ଟ୍ରମ୍ପ ଅନନ୍ୟ ଶୈଳୀରେ ପାଳନ କଲେ ୮୦ତମ ଜନ୍ମଦିନ, ଖର୍ଚ୍ଚ ଜାଣିଲେ…

ଓ୍ବାଶିଂଟନ,୧୬।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ୮୦ତମ ଜନ୍ମଦିନକୁ ପ୍ରକୃତରେ ଅନନ୍ୟ ଏବଂ ସ୍ମରଣୀୟ ଢଙ୍ଗରେ ପାଳନ କରିଥିଲେ। ଏହି ବିଶେଷ ଅବସର ପାଇଁ, ହ୍ବାଇଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri