ମାର୍ଚ୍ଚ ମଧ୍ୟରେ ଏଲ୍‌ଆଇସି ଆଇପିଓ

ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି) ର ଆଇପିଓ ସମ୍ପର୍କରେ କେନ୍ଦ୍ର ସରକାର ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। କ୍ୟାପିଟାଲ ମାର୍କେଟ ରେଗୁଲେଟର ସେବୀଙ୍କ ସହ ସରକାର ରବିବାର ଏକ ପ୍ରାରମ୍ଭିକ ସର୍ବସାଧାରଣ ଅଫର(ଆଇପିଓ) ମାଧ୍ୟମରେ ବୀମା ବେହେମଥ ଏଲ୍‌ଆଇସିର ୫% ଅଂଶଧନ ବିକ୍ରୟ ପାଇଁ ପେପର ଦାଖଲ କରିଛନ୍ତି। ଏହା ମାର୍ଚ୍ଚ ମଧ୍ୟରେ ଡି-ଷ୍ଟ୍ରିଟ (ଶେୟାର ବଜାର)କୁ ଆସିବ ବୋଲି ଜଣାପଡିଛି। ଏହାର ଶେୟାର ପ୍ରାୟ ୫% ଇକ୍ୱିଟି ଗ୍ରହଣ କରୁଛି ବୋଲି ନିବେଶ ଏବଂ ପବ୍ଲିକ୍‌ ଆସେଟ୍‌ ମ୍ୟାନେଜମେଣ୍ଟ ବିଭାଗ (ଡିପିଏମ୍‌) ସଚିବ ତୁହିନ୍‌ କାନ୍ତ ପାଣ୍ଡେ ଏ ନେଇ ଏକ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?