ଏଲ୍‌ଆଇସିର ତ୍ରୈମାସିକ ଫଳାଫଳ

ମୁମ୍ବାଇ,୧୧।୨: ଲାଇଫ ଇନସ୍ୟୁରାନ୍ସ କର୍ପୋରେଶନ ଅଫ ଇଣ୍ଡିଆ ବା ଏଲଆଇସିର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଏଲଆଇସିର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏପରିକି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳକୁ ମଧ୍ୟ ଏହି ଅବସରରେ ଘୋଷଣା କରାଯାଇଥିଲା। ସେହିଭଳି ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ୯ମ ବା ୨୦୨୪ ଡିସେମ୍ବର ଶେଷ ସୁଦ୍ଧା ଏଲଆଇସିର ଟିକସ ପରବର୍ତ୍ତୀ ଲାଭ ୨୯,୧୩୮ କୋଟି ହୋଇଛି। ଏପରିକି ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏଲଆଇସିର ଏହି ରାଶି ୨୬,୯୧୩ କୋଟି ଥିଲା। ଗତ ବର୍ଷର ଆର୍ଥିକ ଫଳାଫଳ ତୁଳନାରେ ଚଳିତ ଆର୍ଥିକ ବର୍ଷର କାରବାର ୮.୨୭% ବୃଦ୍ଧି ଘଟିଛି। ସେହିଭଳି ଏଲଆଇସିର ମୋଟ ପ୍ରିମିୟମ ଆୟ ୨୦୨୪ ଡିସେମ୍ବର ଶେଷ ସୁଦ୍ଧା ୩,୪୦,୫୬୩ କୋଟି ହୋଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏଲଆଇସିର ପ୍ରିମିୟମ ଆୟ ୩,୨୨,୭୭୬ କୋଟି ଥିଲା। ଗତ ଆର୍ଥିକ ବର୍ଷ ପ୍ରିମିୟମ ଆୟ ତୁଳନାରେ ଚଳିତ ଆର୍ଥିକ ବର୍ଷର ପ୍ରିମିୟମ ଆୟ ୫.୫୧% ବୃଦ୍ଧି ହୋଇଛି।ଏଲଆଇସିର ଏମଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ଆମେ ଆମର ତ୍ରୈମାସିକ ଫଳାଫଳ ଏବଂ ୨୦୨୪ ବର୍ଷର ପ୍ରଥମ ୯ମାସ ଆର୍ଥିକ ଫଳାଫଳକୁ ଆନୁଷ୍ଠାନିକ ଭାବେ େଘୋଷଣା କରି ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri